ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀଙ୍କ ଦ୍ୱାରା ଅତ୍ୟାଧୁନିକ ସୁଲଭ ଶୌଚାଳୟ ଉଦଘାଟିତ
ବାରିପଦା : ବାରିପଦା ପୌରପାଳିକା ତରଫରୁ ନିର୍ମିତ ୨ ଗୋଟି ଅତ୍ୟାଧୁନିକ ସୁଲଭ ଶୌଚାଳୟକୁ ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ବିଭାଗ, ଓଡିଶା, ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ଉଦେଶ୍ୟରେ ଶୁଭ ଉଦଘାଟନ କରିଛନ୍ତି। ଏଥି ମଧ୍ୟରୁ ଗୋଟିଏ ବାରିପଦା ସ୍ଥିତ ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତ କାର୍ଯ୍ୟାଳୟ ପରିସରରେ ଏବଂ ଅନ୍ୟଟି ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ନିର୍ମିତ ହୋଇଛି। ଏହି ଶୁଭ ଉଦଘାଟନ ଅବସରରେ କୋର୍ଟ କାର୍ଯ୍ୟାଳୟ […]
Read More Text.