୩୪ ତମ ରଥଯାତ୍ରା କମିଟିର ଅଧ୍ୟକ୍ଷ ହେଲ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ
ବାରିପଦା- ବାମନଘାଟି ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦେବୋତ୍ତର କମିଟି ଅଧ୍ୟକ୍ଷ ରାଇରଙ୍ଗପୁର ଉପଜିଲ୍ଲାପାଳ ଶ୍ରୀ ସୌମ୍ୟରଂଜନ ପ୍ରଧାନ ଙ୍କ ସଭାପତିତ୍ବରେ ୩୪ ତମ ରଥ କମିଟି ବୈଠକ ଆଜି ଅନୁଷ୍ଠିତ ହୋଇଯିବି । ଏଥିରେ ମୟୂରଭଞ୍ଜ ସାଂସଦ ନବ ଚରଣ ମାଝି, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବରିଷ୍ଠ ସଦସ୍ୟ ମନୋରଞ୍ଜନ ମହାନ୍ତି, ମନ୍ଦିର ମୁଖ୍ୟ ପୂଜକ ଦେବବ୍ରତ ରଥ ମହାପାତ୍ର, ରାଜ୍ୟ ବିଜେପି ସଂପାଦକ ନବୀନ ରାମ,ପ୍ରାକ୍ତନ ମୋରଡା ଵିଧାୟକ ରାଜ କିଶୋର ଦାସ, ଡାହୁକ […]
Read More Text.