୨୪ ତାରିଖ ଯାଏ ସାରା ରାଜ୍ୟକୁ କାଳବୈଶାଖୀ ଆଲର୍ଟ
ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷିବ । ୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି । ଆଜି ପାଇଁ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ ଏବଂ ବାଲେଶ୍ବରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦- ୫୦ ଏବଂ କିଛି ସ୍ଥାନରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ […]
Read More Text.