ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ, ରସାୟନ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନାଚକ୍ର
ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ଦ୍ଵାରା ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦ୍ଯାପିତ ହୋଇଯାଇଛି। ପ୍ରଥମ ଦିବସର ଉଦ୍ଘାଟନୀ ପର୍ବରେ ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଉତ୍କଳ ବିଶ୍ଵବିଦ୍ୟାଳୟର ସିଏସ୍ଆଇଆରର ଏମିରେଟସ ବୈଜ୍ଞାନିକ ଭାବରେ ଅବସ୍ଥାପିତ ପ୍ରଫେସର ନିଗମାନନ୍ଦ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ସାଂପ୍ରତିକ ସ୍ଥିତିରେ ରସାୟନ ବିଜ୍ଞାନର ଅଗ୍ରଗତି ସମ୍ବନ୍ଧରେ ସାରଗର୍ଭକ […]
Read More Text.