ସୋମନାଥ ସ୍ୱାଭିମାନ ପର୍ବ ଅବସରରେ ମୟୂରଭଞ୍ଜରୁ ୩୦ ଶ୍ରଦ୍ଧାଳୁଙ୍କ ତୀର୍ଥଯାତ୍ରା ଆରମ୍ଭ
ବାରିପଦା : ସୋମନାଥ ସ୍ୱାଭିମାନ ପର୍ବ ଅବସରରେ ଚଳିତ ମାସ ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ତୀର୍ଥଯାତ୍ରା କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଜିଲ୍ଲାରୁ ୩୦ ଜଣ ଶ୍ରଦ୍ଧାଳୁ ଯୋଗଦେଇ ପବିତ୍ର ସୋମନାଥ ଧାମ ଦର୍ଶନ ପାଇଁ ଯାତ୍ରା କରିଛନ୍ତି । ଜିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ଉଦ୍ଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ । […]
Read More Text.