ବଦଳିଲା ଭାରତୀୟ ସେନାର ଡ୍ରେସ କୋଡ୍, ହଟିଲା ଇଂରେଜ ଶାସନ କାଳର ଚିହ୍ନ
ନୂଆଦିଲ୍ଲୀ : ଭାରତୀୟ ସେନାରେ ବଡ଼ ପରିବର୍ତ୍ତନ । ଭାରତୀୟ ସେନା ନିଜର ଡ୍ରେସ ଏବଂ ଗ୍ରୁମିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ କରିଛି । ସେନା ପୋଷାକରେ ଝଲସିବ ଭାରତୀୟତା । ଆର୍ମି ୟୁନିଫର୍ମ-୨୦୨୬ ଲାଗୁ, ହଟିଲା ଔପନିବେଶିକ ଚିହ୍ନ । ସାମିଲ ହେଲା ବନ୍ଦ ଗଳା ବନ୍ଦୀ ଜ୍ୟାକେଟ୍ । ନିଜର ଗୌରବମୟ ପରମ୍ପରାକୁ ଆଧୁନିକ ଏବଂ ଦେଶୀ ରୂପ ଦେବା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ସେନା । ଦୀର୍ଘ ୮ […]
Read More Text.