କୋଇଲା ପରେ ମାଙ୍ଗାନିଜ୍ ଖଣିରେ ଏନଫୋର୍ସମେଣ୍ଟ ଟିମର ଚଢ଼ାଉ

ସୁନ୍ଦରଗଡ଼: ପ୍ରଥମେ କୋଇଲା ଖଣି ପରେ ଏବେ ସୁନ୍ଦରଗଡରେ ମାଙ୍ଗାନିଜ ଲୁହାପଥର ଖଣିରେ ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ ର ଚଢାଉ । ସୁନ୍ଦରଗଡ଼ର ତେଲେନଡିହି ପରେ କୋଇଡ଼ା ଖଣି ଅଞ୍ଚଳରେ ପହଞ୍ଚିଛି ସ୍ପେଶାଲ ଏନଫୋର୍ସମେଣ୍ଟ ଟିମ୍ । ଏହି ଚଢାଉରେ ଏନଫୋର୍ସମେଣ୍ଟ ଟିମ୍ ସହ ଡିଡିଏମ୍ ଓ ରେଞ୍ଜର ମଧ୍ୟ ଉପସ୍ଥିତ ଅଛନ୍ତି । କୋଇଡାର କେନାଭେଟା, ଗିଡେଇ, ଗଣୁଆ, ମୁଟୁକୁଦର ପାଟମୁଣ୍ଡା ଅଞ୍ଚଳରେ ଦିନ ତମାମ ଖଣିଜ ଗଚ୍ଛିତ ରଖାଯାଇଥିବା ସ୍ଥାନ ବୁଲି ଦେଖିଛି ଟିମ୍ […]

Read More Text.

ନବୀନ ୭ ଦିନ ମଧ୍ୟରେ କ୍ଷମା ମାଗନ୍ତୁ : ଭକ୍ତ ଦାସ

ଭୁବନେଶ୍ୱର: ଭିକେ ପାଣ୍ଡିଆନଙ୍କୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ସହ ତୁଳନା କରିବାର ପ୍ରସଙ୍ଗ ନେଇ କଂଗ୍ରେସ ବିଜେଡିକୁ କଡ଼ା ଜବାବ ଦେଇଛି। ବିଜେଡିକୁ କଡ଼ା ଚେତାବନୀ ଦେଇ ପିସିସି ସଭାପତି ଭକ୍ତ ଦାସ କରିଛନ୍ତି ନବୀନ ପଟ୍ଟନାୟକ ଏନେଇ କଂଗ୍ରେସକୁ କ୍ଷମା ମାଗନ୍ତୁ। ଆମେ ନବୀନଙ୍କୁ ୭ ଦିନ ସମୟ ଦେଉଛୁ। ଏହି ସମୟ ମଧ୍ୟରେ ସେ କ୍ଷମା ନ ମାଗିଲେ। ସ୍ଥିତି କିଛି ଭଲ ହେବନି। କଂଗ୍ରେସ ନବୀନ ନିବାସ ଘେରାଉ କରିବ […]

Read More Text.

ପ୍ରଶଂସକଙ୍କ ପାଇଁ ଶାହରୁଖଙ୍କ ବଙ୍ଗଳାରେ ରାତି ବିତାଇବାର ସୁଯୋଗ

ମୁମ୍ବଇ: ଶାହରୁଖ ଖାନ ତାଙ୍କ ପ୍ରଶଂସକମାନଙ୍କୁ ଏକ ନିଆରା ଉପହାର ଦେଉଛନ୍ତି। ଏବେ ଆପଣ ତାଙ୍କ ରାଜକୀୟ ଜୀବନଶୈଳୀକୁ ଗୋଟିଏ ରାତି ପାଇଁ ବଞ୍ଚିପାରିବେ। କାଲିଫର୍ଣ୍ଣିଆର ବେଭର୍ଲି ହିଲ୍ସରେ ତାଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ଭଡ଼ା ପାଇଁ ଉପଲବ୍ଧ। ଏହି ବିଳାସପୂର୍ଣ୍ଣ ଘର ପ୍ରସିଦ୍ଧ ରୋଡିଓ ଡ୍ରାଇଭରୁ ମାତ୍ର କିଛି ମିନିଟ୍ ଦୂରରେ ଅବସ୍ଥିତ। ଏଥିରେ ଛଅଟି ସୁନ୍ଦର ଶୟନ କକ୍ଷ ଅଛି, ଯାହା ଅତିଥିମାନଙ୍କୁ ଏକ ସୁନ୍ଦର ଅନୁଭୂତି ଦେବ। ଖର୍ଚ୍ଚ କରିବାକୁ ପଡ଼ିବ ଏତେ ଟଙ୍କା-  […]

Read More Text.

ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ ଜାରି କରାଯାଇଛି । ନୋଟିସ ନଂ. ୪୦୩୮ରେ ରହିଛି ଯେ, ଏହି ସମୟରେ ସମୁଦ୍ରରେ ମାଛ ବଂଶ ବୃଦ୍ଧି ଓ ଯାଆଁଳ ସୁରକ୍ଷା ପାଇଁ ଏପ୍ରିଲ ୧୫ରୁ ଜୁନ ୧୪ ପର୍ଯ୍ୟନ୍ତ ୬୧ଦିନ ସମୁଦ୍ର […]

Read More Text.

ପରିବର୍ତ୍ତନକୁ ଗ୍ରହଣ କରିବାକୁ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଦିନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସଏଚଜି) ସଦସ୍ୟମାନଙ୍କୁ ସମ୍ବୋଧିତ କରି ତାଙ୍କର ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ କହିଛନ୍ତି, ଗୋଟିଏ ସଂଗଠନ ପ୍ରାୟତଃ ଜଣେ ବ୍ୟକ୍ତିଙ୍କ ନେତୃତ୍ୱରେ ବଢ଼େ। କିନ୍ତୁ ସେହି ବ୍ୟକ୍ତି ସଂଗଠନକୁ ସବୁଦିନ ପାଇଁ ଆଗକୁ ବଢ଼ାନ୍ତି ନାହିଁ। ଲୋକମାନେ ଅବସର ନିଅନ୍ତି, ପଦ ଛାଡି ଦିଅନ୍ତି, ନିଷ୍କ୍ରିୟ ହୋଇଯାଆନ୍ତି, ନେତୃତ୍ୱ ପରିବର୍ତ୍ତନ ହୁଏ, ନୂତନ ନେତୃତ୍ୱ ମୂଳ ଧରିଥାଏ […]

Read More Text.

ହିସାରରୁ ଅଯୋଧ୍ୟାକୁ ଉଡ଼ିବ ବିମାନ: ନୂତନ ଟର୍ମିନାଲ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ, ବ୍ୟୟ ଅଟକଳ ୪୧୦କୋଟି

ହିସର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ହିସାରରୁ ଅଯୋଧ୍ୟାକୁ ଏକ ବ୍ୟବସାୟିକ ବିମାନ ଉଡ଼ାଣ ପାଇଁ ବିମାନବନ୍ଦରରେ ନୂତନ ଟର୍ମିନାଲ ବିଲ୍ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ତାଙ୍କ ଦଳ ଦ୍ୱାରା ରାଜ୍ୟର ଦାୟିତ୍ୱ ତାଙ୍କୁ  ଦିଆଯାଇଥିଲା, ସେତେବେଳେ ସେ ଅନେକ ସହକର୍ମୀଙ୍କ ସହିତ ଘନିଷ୍ଠ ଭାବେ କାମ କରିଥିଲେ। ହରିୟାଣାରେ ଦଳର ମୂଳଦୁଆକୁ ମଜବୁତ କରିବାରେ ସେ ଏହି ସହକର୍ମୀଙ୍କ ଉତ୍ସର୍ଗ ଏବଂ ଉଦ୍ୟମକୁ ପ୍ରଶଂସା କରିଥିଲେ। […]

Read More Text.

ଶ୍ରୀକ୍ଷେତ୍ରରେ ପଣାସଂକ୍ରାନ୍ତି, ଆରମ୍ଭ ହେଲା କୁସ୍ତି ଅଭ୍ୟାସ

ପୁରୀ: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ତଥା ମହାବୀର ଜୟନ୍ତୀ । ଓଡିଆଙ୍କ ପାଇଁ ନୂତନ ବର୍ଷର ଆରମ୍ଭ । ଆଜିଠାରୁ ଓଡ଼ିଆ ନୂଆ ବର୍ଷ ଆରମ୍ଭ ହଉଥିବା ବେଳେ ନୂଆ ଓଡ଼ିଆ କ୍ୟାଲେଣ୍ଡର ସହିତ ଶ୍ରୀମନ୍ଦିରରେ ପ୍ରଚଳନ ହୁଏ ନୂଆ ପାଞ୍ଜି । ବିଷୁବ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସ୍ଵତନ୍ତ୍ର ନୀତି କାନ୍ତି ମଧ୍ୟ ହୋଇଥାଏ । ବିଧି ଅନୁସାରେ ଶ୍ରୀମନ୍ଦିରରେ ସକାଳ ଧୂପ ପରେ ଶ୍ରୀଜଗନ୍ନାଥଙ୍କ ବାଡ଼ରୁ ଆଜ୍ଞା ମାଳ […]

Read More Text.

ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ।  ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି  ।  ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଆଜି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି । […]

Read More Text.

୧୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ

ନୂଆଦିଲ୍ଲୀ:  ଗୁଜୁରାଟ ଉପକୂଳବର୍ତ୍ତୀ ଆନ୍ତର୍ଜାତୀୟ ସାମୁଦ୍ରିକ ସୀମା ନିକଟରେ ଆଇନ ଶୃଙ୍ଖଳାକାରୀ ସଂସ୍ଥା ୧,୮୦୦ କୋଟି ଟଙ୍କା ମୂଲ୍ୟର ୩୦୦ କିଲୋଗ୍ରାମ ନିଶାଦ୍ରବ୍ୟ ଜବତ କରିଛି ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ସୋମବାର କହିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରିଥିବା ମେସେଜରେ କହିଛନ୍ତି ଯେ ନରେନ୍ଦ୍ର ମୋଦୀ ସରକାର  ଡ୍ରଗ୍ ନେଟୱାର୍କକୁ ମୂଳୋତ୍ପାଟନ ପାଇଁ କଠୋର ନିଷ୍ପତ୍ତି ନେଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ସେ ଲେଖିଛନ୍ତି ଯେ, ନିଶା ମୁକ୍ତ ଭାରତ ନିର୍ମାଣର […]

Read More Text.

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ଆବଶ୍ୟକ ପଡ଼ିଲେ ମୁଁ କୋଇଲା ମନ୍ତ୍ରାଳୟକୁ ମଧ୍ୟ ଚିଠି ଲେଖିବି । ସୁନ୍ଦରଗଡ ସଦର ଉପଜିଲ୍ଲାପାଳ ଦାଶରଥି ସରାବୁ କହିଛନ୍ତି, ଚୋରା ଖଣିରୁ କୋଇଲା ବାହାର ରାଜ୍ୟକୁ […]

Read More Text.