ବାରିପଦା ବ୍ଲକ୍ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା
ବାରିପଦା: ସ୍ଥାନୀୟ ବୁଢ଼ୀଖମାରୀ ବିଦ୍ୟାଳୟ ପରିସରରେ ବାରିପଦା ବ୍ଲକ ଓ ମୁନିସିପାଲିଟି ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ଵାରା ଆୟୋଜିତ ତ୍ରିଦିବସୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଏହି କର୍ମଶାଳାରେ ୧୩ ଟି କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ରୁ ୩୫ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ। ଏହି କର୍ମଶାଳାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି […]
Read More Text.