Ashwini

ସିବିଟି ମୋଡରେ ହେବ ରେଲୱେ ପରୀକ୍ଷା, ଘୋଷଣା କଲେ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ : ରେଲୱେର ସମସ୍ତ ବିଭାଗୀୟ ଭର୍ତ୍ତି ପରୀକ୍ଷା ଏବେ ସିବିଟି ମୋଡରେ ହେବ । ନିଟ୍ ରେ ବ୍ୟାପକ ତ୍ରୁଟି ପରେ ଏବେ କେନ୍ଦ୍ର ସରକାର ସତର୍କ ହୋଇଛନ୍ତି । ନିଯୁକ୍ତି ପ୍ରକ୍ରିୟାରେ ଅଧିକ ସ୍ୱଚ୍ଛତା, ସଠିକତା ଉପରେ ଜୋର ଦେଇଛି ରେଲୱେ । ଏଣିକି ସମସ୍ତ ବିଭାଗୀୟ ପରୀକ୍ଷା ବର୍ତ୍ତମାନ CBT ବା କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ହେବ । ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । ସମସ୍ତ ବିଭାଗୀୟ […]

Read More Text.
Army chief

ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍ ହେଲେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ : ଭାରତର ପ୍ରତିରକ୍ଷା ନେତୃତ୍ୱ କ୍ଷେତ୍ରରେ ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାର ବରିଷ୍ଠ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି । ଭାରତୀୟ ସେନାର ନୂଆ ମୁଖ୍ୟ ହେବେ ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ। ଆସନ୍ତା ୩୦ତାରିଖରେ ସମ୍ଭାଳିବେ କମାଣ୍ଡ । ବର୍ତ୍ତମାନ ସେନା ପ୍ରମୁଖ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀଙ୍କ ସ୍ଥାନ ନେବେ ଜେନେରାଲ ଧୀରଜ ସେଠ । […]

Read More Text.
Assam jorhat

ଆସାମ ଜୋରହାଟରେ ବାୟୁସେନା ବିମାନ କ୍ରାସ୍, ୫ ମୃତ

ଆସାମ : ଜୋରହାଟ ଏୟାରବେସରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ବାୟୁସେନାର AN-32 ବିମାନ । ବାୟୁସେନା ବିମାନ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । କୋ-ପାଇଲଟ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି । ତାଙ୍କୁ ଚକିତ୍ସା କରାଯାଉଛି । କୋର୍ଟ ଅଫ ଇନକ୍ବାରୀ ନିର୍ଦ୍ଦେଶ ଦେଲା ଭାରତୀୟ ଏୟାର ଫୋର୍ସ । ଆଜି ଅବତରଣ ବେଳେ ବାୟୁସେନାର AN-32 ବିମାନ କ୍ରାସ୍ କରିଥିଲା । ବିମାନଟି ରନୱେରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ବେଳେ ଏୟାରବେସ୍ ପରିସର ମଧ୍ୟରେ ହିଁ […]

Read More Text.
Girl v

ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ ନାବାଳିକା ଉଦ୍ଧାର

ନବରଙ୍ଗପୁର: ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ବେଳେ ୯ଜଣ ନାବାଳିକାକୁମ ଉଦ୍ଧାର କଲା ପୋଲିସ । ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକରୁ ୯ଜଣ ନାବାଳିକା ଉଦ୍ଧାର । ବାହାର ରାଜ୍ୟକୁ ଦାଦନ ଖଟିବା ନିମନ୍ତେ ଦଲାଲର ଗାଡିକୁ ଡାବୁଗାଁ ବ୍ଲକ ସରାଗୁଡା ଛକ ନିକଟରେ ଅପେକ୍ଷା କରିଥିଲେ ନାବାଳିକା । ଜିଲ୍ଲା ଶ୍ରମିକ ସଭାପତି ସନାତନ ସାହୁଙ୍କୁ ସନ୍ଦେହ ହେବାରୁ ତୁରନ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯୋଗାଯୋଗ କରିଥିଲେ । ସ୍ଥାନୀୟ ପୋଲିସକୁ ଘଟଣା ବିଷୟରେ ସୂଚନା […]

Read More Text.
IMG 20260607 WA0082 750x430 1 300x172

୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ, ଖୁବ୍ ଶୀଘ୍ର ଗେଜେଟ୍ ବିଜ୍ଞପ୍ତି ପ୍ରକାଶ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ। ଓଡ଼ିଶା କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ରାଜ୍ୟର ୨୬ଟି ଜିଲ୍ଲାରେ ଥିବା ୬୪ଟି ସ୍ଥାନର ବିକୃତ ଇଂରାଜୀ ବନାନକୁ ସଂଶୋଧନ କରି ମୂଳ ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ପରିବର୍ତ୍ତନ କରିବାକୁ କ୍ୟାବିନେଟ୍ ମଞ୍ଜୁରୀ ପ୍ରଦାନ କରିଛି । ସରକାରୀ ଦସ୍ତାବିଜରେ ଥିବା ଔପନିବେଶିକ ସମୟର ଭୁଲ୍ ନାମଗୁଡ଼ିକୁ ହଟାଇ ପ୍ରକୃତ ଓଡ଼ିଆ ନାମ ପ୍ରଚଳନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ଏହି ନିଷ୍ପତ୍ତି […]

Read More Text.
Dd

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଏକ୍ ପେଡ୍ ମା କେ ନାମ୍ କାର୍ଯ୍ୟକ୍ରମ

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ୧୧ ଜୁନ ୨୦୨୬ ତାରିଖରେ “ମା’ଙ୍କ ନାମରେ ଗୋଟିଏ ଗଛ (ଏକ୍ ପେଡ୍ ମା କେ ନାମ୍)” ଶୀର୍ଷକ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ ହୋଇଥିଲା। ପରିବେଶ ସୁରକ୍ଷା, ସବୁଜ ପୃଥିବୀ ଗଠନ ଏବଂ ମାତୃତ୍ୱ ପ୍ରତି ସମ୍ମାନ ପ୍ରଦର୍ଶନ ଉଦ୍ଦେଶ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି, ସ୍ନାତ୍ତକୋତ୍ତର ପରିଷଦର ଅଧ୍ୟକ୍ଷ ପ୍ରଫେସର […]

Read More Text.
IMG 20260611 WA0152

ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ତରଫରୁ ରକ୍ତଦାନ ଶିବିର ଆୟୋଜିତ : ୩୬ ୟୁନିଟ ରକ୍ତ ସଂଗୃହିତ

ବାରିପଦା : ସ୍ଥାନୀୟ ଷ୍ଟାଡିୟମ ସମ୍ମିଳନୀ କକ୍ଷରେ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଆର ବି ଓ, ବାରିପଦା ଆନୁକୂଲ୍ୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଅତିଥି ଭାବେ ଯୋଗଦେଇ ଧନଞ୍ଜୟ ମହାନ୍ତ, ସି ଡି ଏମ ଓ, ବିଜୟ କୁମାର ଦାଶ, ଏ ଡି ଏମ ଓ, ସୁଭାଶିଷ ମିଶ୍ର, ଆଞ୍ଚଳିକ ପ୍ରବନ୍ଧକ ଏବଂ ମୁଖ୍ୟ ପ୍ରବନ୍ଧକ ଗୋବର୍ଦ୍ଧନ ଦାସ, ପାତାଞ୍ଜଳି ବିଭୂପଦ ସାହୁ, ସମୀର କୁମାର ସାହୁ,  ଅରୁଣଜ୍ୟୋତି ମହାନ୍ତି […]

Read More Text.
IMG 20260611 WA0167

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ରାଇରଙ୍ଗପୁର ତୋଫାନୀ ଗସ୍ତ 

ବାରିପଦା  (୧୨/୦୬) :  ଆସନ୍ତା ଜୁନ ୧୯ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ  ଜୁନ ୨୦ ତାରିଖ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରାଇରଙ୍ଗପୁର ଗସ୍ତ  କାର୍ଯ୍ୟକ୍ରମ ରହିଛି ।ଏହାର ସଫଳ ରୂପାୟନ,କଡ଼ା ସୁରକ୍ଷା,ସ୍ଥିତି ଆକଳନ ନେଇ ରାଜ୍ୟ ଆରକ୍ଷୀ ମହାନିର୍ଦେଶକ ଯୋଗେଶ ବାହାଦୂର ଖୁରାନିଆ   ରାଇରଙ୍ଗପୁର ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି । ରାଜ୍ୟ ଆରକ୍ଷୀ ନିର୍ଦେଶକଙ୍କ ସମେତ,ପୂର୍ବାଞ୍ଚଳ ଡିଆଇଜି ପିନାଖି  ମିଶ୍ର, ମୟୂରଭଂଜ ସାଂସଦ ନବ ଚରଣ ମାଝୀ, ରାଇରଙ୍ଗପୁର […]

Read More Text.
IMG 20260612 WA0154

୧୯ ତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବରେ ଯୋଗଦେବେ ପ୍ରଥମଥର ପାଇଁ ମୟୁରଭଞ୍ଜ ରୁ  ଦୀପକ ବେଶ୍ରା

ବାରିପଦା  : ମୁମ୍ବାଇ ଠାରେ ଅନୁଷ୍ଠିତ ହେବାକୁ ଥିବା ୧୯ତମ ଅନ୍ତର୍ଜାତୀୟ ଚଳଚିତ୍ର ଉତ୍ସବ – ୨୦୨୬ ରେ ଜଣେ ବକ୍ତା ଭାବେ ଯୋଗଦେବେ ମୟୁରଭଞ୍ଜ ଜିଲ୍ଲାର ଆଦିବାସୀ ଚଳଚିତ୍ର ନିର୍ମାତା ତଥା ବାରିପଦା ଜାତୀୟ ଆଦିବାସୀ କ୍ଷୁଦ୍ର ଚଳଚିତ୍ର ଉତ୍ସବର ନିର୍ଦ୍ଦେଶକ ଦୀପକ କୁମାର ବେଶ୍ରା I ଏହି ଉତ୍ସବରେ ଏକ ବିଶେଷ ରାଉଣ୍ଡ ଟେବଲ ବୈଠକରେ ବକ୍ତା ଭାବେ ଯୋଗଦେବା ପାଇଁ ଏନ ଏଫ ଡି ସି ପକ୍ଷରୁ ଆମନ୍ତ୍ରଣ ପାଇବାରେ ସେ ପ୍ରଥମ […]

Read More Text.
Sss

“ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା”ର ଶୁଭାରମ୍ଭ ଅବସରରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ବାରିପଦା  (୧୨/୦୬) :   ରାଜ୍ୟ ସରକାରଙ୍କ ଜନକଲ୍ୟାଣମୂଳକ “ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା”ର ଶୁଭାରମ୍ଭ ଅବସରରେ ଆଜି ମୟୂରଭଞ୍ଜ ଜିଲ୍ଲାରେ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଯୋଜନା ଅଧୀନରେ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀଙ୍କୁ ବର୍ତ୍ତମାନ ୧୦ କିଲୋଗ୍ରାମ ଲେଖାଏଁ ଚାଉଳ ପ୍ରଦାନ କରାଯିବ। ପୂର୍ବରୁ ହିତାଧିକାରୀ ପିଛା ୫ କିଲୋଗ୍ରାମ ଚାଉଳ ମିଳୁଥିବା ବେଳେ ଏହି ଯୋଜନା ଦ୍ୱାରା ଏହାକୁ ଦ୍ୱିଗୁଣିତ କରାଯାଇଛି, ଯାହା ଦରିଦ୍ର ଓ ଅସହାୟ ପରିବାରମାନଙ୍କ ଖାଦ୍ୟ ସୁରକ୍ଷାକୁ […]

Read More Text.