“ବିକାଶର ଧାରା, ଓଡ଼ିଶା ସାରା” ଅବସରରେ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର ଆୟୋଜିତ
*ଓଡ଼ିଶାର ଦୁଇ ବର୍ଷର ବିକାଶ ଯାତ୍ରା, ସୁଶାସନ ଓ ଜନକଲ୍ୟାଣମୂଳକ ପଦକ୍ଷେପ ଉପରେ ବିସ୍ତୃତ ମତବିନିମୟ* ବାରିପଦା, (୧୨/୦୬): ଓଡ଼ିଶା ସରକାରଙ୍କ ଦୁଇ ବର୍ଷର ସଫଳ ଶାସନ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ରାଜ୍ୟବ୍ୟାପୀ କାର୍ଯ୍ୟକ୍ରମ “ବିକାଶର ଧାରା, ଓଡ଼ିଶା ସାରା” ଅନ୍ତର୍ଗତ ଆଜି ବାରିପଦାସ୍ଥିତ ଶହୀଦ ସ୍ମୃତି ଭବନଠାରେ ଏକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର ଆୟୋଜିତ ହୋଇଯାଇଛି। ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି […]
Read More Text.