ଚାଲିଲା ଶିଶୁଶ୍ରମ ନିରାକରଣ ରଥ
ଭୁବନେଶ୍ୱର: ଶିଶୁ ଶ୍ରମିକ ନିୟୋଜନ ଏକ ଅପରାଧ ବୋଲି ଲୋକଙ୍କୁ ସଚେତନ କରାଇବା ନିମନ୍ତେ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଏକ ପୋଷ୍ଟର ଓ ଶିଶୁଶ୍ରମ ନିରାକରଣ ରଥର ଶୁଭାରମ୍ଭ କରାଯାଇଛି। ଏହି ରଥ ଜୁନ୍ ୨୬ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନ ବୁଲି ଲୋକଙ୍କୁ ସଚେତନ କରିବ। ଆଜି ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ (ୱାର୍ଲ୍ଡ ଡେ ଅଗେନ୍ଷ୍ଟ ଚାଇଲ୍ଡ ଲେବର୍) ଅବସରରେ, ଖାରବେଳ ନଗରସ୍ଥିତ ଶ୍ରମ ନିର୍ଦ୍ଦେଶାଳୟ […]
Read More Text.