କାହିଁକି ହ୍ରାସ ହେଲା ଉଜ୍ଜ୍ୱଳା ଯୋଜନା LPG କୋଟା? ଜବାବ ରଖିଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମୟୁୱାଇ)ରେ ବାର୍ଷିକ ସବସିଡି ଏଲପିଜି ସିଲିଣ୍ଡର ସଂଖ୍ୟା ୯ରୁ ହ୍ରାସ କରି ୪ କରିବା ଲାଗି ସରକାରଙ୍କ ନିଷ୍ପତ୍ତିର ସମାଲୋଚନା ମଧ୍ୟରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ହରଦୀପ ସିଂହ ପୁରୀ ବୁଧବାର ସ୍ପଷ୍ଟିକରଣ ରଖିଛନ୍ତି। ସେ କହିଛନ୍ତି ଯେ କିଛି ହିତାଧୀକାରୀ ଯୋଜନାର ଭୁଲ ଉପଯୋଗ କରିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି। ପୁରୀ କହିଛନ୍ତି ଯେ ଏହି ନିଷ୍ପତ୍ତି ସେହି ପ୍ରମାଣ ଆଧାରରେ ଗ୍ରହଣ କରାଯାଇଛି ଯେ […]
Read More Text.