ବାରିପଦା ପୌରପାଳିକା ତରଫରୁ ଥଣ୍ଡା ପାନୀୟ ଜଳ ସେବା କେନ୍ଦ୍ର ଉଦଘାଟିତ
ବାରିପଦା: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଟାଣ ଖରାରେ ଜନସାଧାରଣଙ୍କ ତୃଷା ମେଣ୍ଟାଇବା ନିମନ୍ତେ ଆଜି ବାରିପଦା ପୌରପାଳିକା ତରଫରୁ ପୌରପାଳିକା କାର୍ଯ୍ୟାଳୟ ପରିସରରେ ଏବଂ କାର୍ଯ୍ୟାଳୟ ସମ୍ମୁଖରେ ଥଣ୍ଡା ପାନୀୟ ଜଳ ସେବା କେନ୍ଦ୍ର ଶୁଭାରମ୍ଭ ହୋଇଛି। ମାନ୍ୟବର ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ଓଡିଶା, ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ ଥଣ୍ଡା ପାନୀୟ ଜଳ ସେବା କେନ୍ଦ୍ରକୁ ଶୁଭାରମ୍ଭ କରିଥିଲେ। […]
Read More Text.