IMG 20260610 WA0205

ଅଲ ଚିକିଲିପି ପରୀକ୍ଷା  ସମ୍ପନ୍ନ : ୫୦ ଜଣ ଝିଅ ଏବଂ ୪୨ ବାଳକ ସମେତ ୯୨  ଜଣ ପରୀକ୍ଷାର୍ଥୀଙ୍କ ଅଂଶ ଗ୍ରହଣ

ବାରିପଦା : ସାନ୍ତାଳୀ ସମ୍ପ୍ରଦାୟର ନିଜସ୍ବ ଲିପି ଅଲଚିକି ସଂରକ୍ଷଣ, ପ୍ରଚାର ଓ ପ୍ରସାର ଉଦ୍ଦେଶ୍ୟରେ ମୟୁରଭଂଜ ଜିଲ୍ଲାର ଏକ ଅଗ୍ରଣୀ ସାମାଜିକ,ସାଂସ୍କୃତିକ,ଶିକ୍ଷା ସ୍ବେଛାସେବୀ ଅନୁଷ୍ଠାନ ଶହୀଦ ନୁଦୁରାମ  ସୋରେନ ମେମୋରିଆଲ ଟ୍ରଷ୍ଟ ଏବଂ ଅଲ୍ ଇତୁନ୍ ଆଶ୍ରା ର ମିଳିତ ଆନୁକୁଲ୍ୟରେ ମେ ମାସ  ୫ ରୁ ଜୁନ ୧୬ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମକାଳୀନ ସାନ୍ତାଳି ଜାତିର ନିଜସ୍ବ  ଲିପି ଅଲଚିକି ମାଗଣା ଶିକ୍ଷା ସ୍ଥାନୀୟ ରାଇରଙ୍ଗପୁର ଉଚ୍ଚ ବାଳକ ବିଦ୍ଯାଳୟ ପରିସରରେ ଏବଂ ପାତେପାଣି […]

Read More Text.
IMG 20260610 WA0189

ମ୍ୟାଲେରିଆ ମାସ ପାଳନ ନିମନ୍ତେ ସଚେତନତା ବୈଠକ ଅନୁଷ୍ଠିତ 

ବାରିପଦା  :  ଜିଲ୍ଲା ସ୍ତରୀୟ ମ୍ୟାଲେରିଆ ମାସ ପାଳନ ନିମନ୍ତେ ସଚେତନତା ବୈଠକ ଜିଲ୍ଲା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସେ ମେଡିକାଲ ଅଫିସର ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ଓ ଅନ୍ୟାନ୍ୟ ବିଭାଗର କର୍ମଚାରୀ ମାନଙ୍କୁ ଯଥାଶୀଘ୍ର ସମସ୍ତ ଜ୍ଵର ରୋଗୀଙ୍କୁ ମ୍ୟାଲେରିଆ ରକ୍ତ ପରୀକ୍ଷା କରିବା ସହ ସମ୍ପୂର୍ଣ୍ଣ ଚିକିତ୍ସା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶୋଇଲା ବେଳେ ମଶାରୀ ବ୍ୟବହାର କରିବା ଏବଂ ଘରକୁ […]

Read More Text.
Z1111

ଏସ୍‌ଆଇଆର୍‌: ୧୨ ଦିନରେ ୯୪.୩୭% ଭୋଟରଙ୍କ ପାଖରେ ପହଞ୍ଚିଲା ଫର୍ମ

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) କାର୍ଯ୍ୟକ୍ରମ ଦ୍ୱାଦଶ ଦିନରେ ବଡ଼ ସଫଳତା ହାସଲ କରିଛି। ରାଜ୍ୟରେ ଏପର୍ଯ୍ୟନ୍ତ ୯୪.୩୭ ପ୍ରତିଶତ ଭୋଟରଙ୍କ ନିକଟରେ ଗଣନା ଫର୍ମ ପହଞ୍ଚାଇବାରେ ବୁଥ୍‌ସ୍ତରୀୟ ଅଧିକାରୀମାନେ ସଫଳ ହୋଇଛନ୍ତି। ସରକାରୀ ସୂଚନା ଅନୁସାରେ, ରାଜ୍ୟର ମୋଟ ୩ କୋଟି ୧୫ ଲକ୍ଷ ୧୮ହଜାର ୪୧୨ଜଣ ଭୋଟରଙ୍କୁ ଫର୍ମ ବଣ୍ଟନ କରାଯାଇଛି, ତନ୍ମଧ୍ୟରୁ ୩୯ଲକ୍ଷ ୮୩ହଜାର ୪୮୬ ଜଣ ଭୋଟର୍‌ଙ୍କର ଡିଜିଟାଇଜ୍  କରାଯାଇଛି। ସଂଶୋଧନ ପ୍ରକ୍ରିୟାରେ ଫର୍ମ ବଣ୍ଟନ […]

Read More Text.
Trump

‘ଚୁକ୍ତି କରିବାରେ ବିଳମ୍ୱ କରିଦେଲ, ଏବେ ମୂଲ୍ୟ ଦେବାକୁ ପଡ଼ିବ’, ଆକ୍ରମଣ ପରେ ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଉପରେ ଜୋରଦାର ଆକ୍ରମଣ କଥା କହିଛନ୍ତି । ଟ୍ରୁଥ୍ ସୋସିଆଲର ଏକ ପୋଷ୍ଟରେ ଟ୍ରମ୍ପ ଲେଖିଛନ୍ତି, ଇରାନର ମିଲିଟ୍ରୀ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇସାରିଛି । ଏହାର ଅଧିକାଂଶ ଅଂଶ ଯେପରି କି ନୌସେନା ଏବଂ ବାୟୁ ସେନାର ଏବେ ଅସ୍ତିତ୍ୱ ନାହିଁ । ଟ୍ରମ୍ପ କହିଛନ୍ତି, ଇରାନ କେବଳ ଆଲୋଚନା କରିବାକୁ ଚାହୁଁଛି, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସ୍ଥିତିରେ ନାହିଁ । ପଶ୍ଚିମ ଏସିଆର […]

Read More Text.
Z11

କାହିଁକି ହ୍ରାସ ହେଲା ଉଜ୍ଜ୍ୱଳା ଯୋଜନା LPG କୋଟା? ଜବାବ ରଖିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମୟୁୱାଇ)ରେ ବାର୍ଷିକ ସବସିଡି ଏଲପିଜି ସିଲିଣ୍ଡର ସଂଖ୍ୟା ୯ରୁ ହ୍ରାସ କରି ୪ କରିବା ଲାଗି ସରକାରଙ୍କ ନିଷ୍ପତ୍ତିର ସମାଲୋଚନା ମଧ୍ୟରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ହରଦୀପ ସିଂହ ପୁରୀ ବୁଧବାର ସ୍ପଷ୍ଟିକରଣ ରଖିଛନ୍ତି। ସେ କହିଛନ୍ତି ଯେ କିଛି ହିତାଧୀକାରୀ ଯୋଜନାର ଭୁଲ ଉପଯୋଗ କରିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି। ପୁରୀ କହିଛନ୍ତି ଯେ ଏହି ନିଷ୍ପତ୍ତି ସେହି ପ୍ରମାଣ ଆଧାରରେ ଗ୍ରହଣ କରାଯାଇଛି ଯେ […]

Read More Text.
8eho08n4 pm modi meloni ani 625x300 20 May 26 696x392

ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ମେଲୋନି

ନୂଆଦିଲ୍ଲୀ: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ରେକର୍ଡ଼ କରିଛନ୍ତି। ମେଲୋନି ତାଙ୍କ ସାମାଜିକ ଗଣମାଧ୍ୟମ ‘ଏକ୍ସ’ର ଏକ ପୋଷ୍ଟରେ ଶୁଭେଚ୍ଛା ଜଣାଇଛନ୍ତି, ସେ ଲେଖିଛନ୍ତି ଯେ, “ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ, ଯିଏ ଆଜି ଭାରତର ଇତିହାସରେ ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଛନ୍ତି।” ସେ ମୋଦୀଙ୍କ ରୋମ ଗସ୍ତକୁ ମନେ ପକାଇ କହିଛନ୍ତି, […]

Read More Text.
Z1

ଟିଏମସି : ବିଦ୍ରୋହୀ ‌ଗୋଷ୍ଠୀରେ ଯୋଗ ଦେଲେ ୧୯ ଟିଏମ୍‌ସି ସାଂସଦ: ତାଲିକାରେ ୟୁସୁଫ ପଠାନ, ସାୟୋନି ଘୋଷ, ଶତ୍ରୁଘ୍ନ ସିହ୍ନା

କୋଲକାତା: ତୃଣମୂଳ କଂଗ୍ରେସ ଦଳରେ ରାଜନୈତିକ ସଙ୍କଟ ଏବେ ଅତି ଗମ୍ଭୀର ରୂପ ନେଇଛି ଏବଂ ଏହା ଏବେ ସଂସଦରେ ପହଞ୍ଚିଛି। ୟୁସୁଫ ପଠାନ, ସାୟୋନି ଘୋଷ ଏବଂ ଶତ୍ରୁଘ୍ନ ସିହ୍ନାଙ୍କ ପରି ବରିଷ୍ଠ ନେତା ମଧ୍ୟ ବିଦ୍ରୋହୀ ଗୋଷ୍ଠୀକୁ ସମର୍ଥନ କରିବା ସହ ବିଦ୍ରୋହୀ ‌ଗୋ‌ଷ୍ଠୀରେ ସାମିଲ ହୋଇଛନ୍ତି। ସେମାନେ ବିଦ୍ରୋହ ତାଲିକାରେ ସ୍ବାକ୍ଷର କରିଛନ୍ତି। ତାଲିକାରେ ମୋଟ୍‌ ୧୯ ବିଦ୍ରୋହୀ ନେତା ସାମିଲ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ପାର୍ଥ ଭୌମିକ, କାକଳି ଘୋଷ […]

Read More Text.
Maxresdefault

‘ରଜ’ ପାଇଁ ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର : ସୋମବାର (୧୫.୦୬.୨୦୨୬) ଦିନ ଖୋଲା ରହିବ ‘ନନ୍ଦନକାନନ’। ଏଥର ରଜ ପର୍ବ ଉପଲକ୍ଷେ ସୋମବାରରେ ଖୋଲା ରହିବ ‘ନନ୍ଦନକାନନ’ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନ। ବାରଙ୍ଗ ସ୍ଥିତ ‘ନନ୍ଦନକାନନ’ ବୁଲିବାକୁ ମୁଖ୍ୟ ପର୍ବ ପର୍ବାଣୀ ରଜ,ଦଶହରା ଆଦି ସମୟରେ ପ୍ରବଳ ଭିଡ ହେଉଥିବା ଦେଖାଯାଏ। ଚଳିତ ବର୍ଷ ‘ରଜ’ ପର୍ବର ୨ୟ ଦିନ ସୋମବାର ପଡୁଛି। ଅନ୍ୟ ଦିନମାନଙ୍କରେ ସୋମବାର ନନ୍ଦନକାନନ ବନ୍ଦ ରହିଥାଏ। ମାତ୍ର ଏବର୍ଷ ‘ରଜ’ର ୨ୟ ଦିନ […]

Read More Text.
WhatsApp Image 2026 06 10 at 18.41.57 1 1024x683

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୋଲିସର ବ୍ୟାପକ ପ୍ରସ୍ତୁତି: ୭୨ ପ୍ଲାଟୁନ୍ ଫୋର୍ସ ସହ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

କଟକ: ଆସନ୍ତା ଜୁନ୍ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଆଜି କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ନିୟନ୍ତ୍ରଣ, ଯାତାୟାତ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଶ୍ରୀମନ୍ଦିରର ରୀତିନୀତି […]

Read More Text.
Untitled 11 copy

ବିଜେପିକୁ ଘେରିଲା ବିଜେଡି, ୨ ବର୍ଷରେ ରାଜ୍ୟ ସରକାରଙ୍କ ୧୨ ବିଫଳତା ବଖାଣିଲେ ରଣେନ୍ଦ୍ର

ଭୁବନେଶ୍ବର ୧୦।୬:୨୪ ମାସରେ ରାଜ୍ୟ ସରକାରଙ୍କ ୧୨ ବିଫଳତା ବଖାଣିଲା ବିଜେଡି।ସରକାରଙ୍କୁ ଘେରିଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।ପ୍ରେସ୍ମିଟ୍କରିବିଜେପି ସରକାରଙ୍କ ଦୁଇ ବର୍ଷର ୧୨ ୟୁ-ଟର୍ଣ୍ଣ ଗଣାଇଲେ । ୧. ଭତ୍ତା ପ୍ରସଙ୍ଗ ଭତ୍ତା ପାଉନାହାନ୍ତି ହିତାଧିକାରୀ । ସଂକଳ୍ପ ପତ୍ରରେ କହିଥିଲେ ସମସ୍ତ ହିତାଧିକାରୀଙ୍କୁ ଭତ୍ତା ୩୫୦୦ ଟଙ୍କା ଦିଆଯିବ, ହେଲେ ଦେଉନାହାନ୍ତି । ନବୀନ ବାବୁ ଯେଉଁ ୧୦୦୦ ଟଙ୍କା ଦେଉଥିଲେ ତାକୁ ବି ୩ ମାସ ହେଲା ଦେଉନାହାନ୍ତି […]

Read More Text.