ନାବାଳିକାକୁ ଦୁଷ୍କର୍ମ ମାମଲାରେ ଫରେଷ୍ଟର ଗିରଫ
ଗୁଣପୁର: ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଫରେଷ୍ଟର ଗିରଫ । ଗିରଫ ଫରେଷ୍ଟର ହେଲେ ନରସିଂହ ଶତପଥୀ । ରାୟଗଡ଼ା ଜିଲ୍ଲା ଗୁଣପୁର ପଦ୍ମପୁର ଅଞ୍ଚଳରେ ଘଟିଛି ଏପରି ଅମାନବୀୟ ଘଟଣା । ନରସିଂହ ଶତପଥୀ ଗୁଡ଼ାରି ରେଞ୍ଜ ଅଧିନସ୍ଥ କେନ୍ଦୁଗୁଡ଼ା ସେକ୍ସନର ଫରେଷ୍ଟର ଭାବେ କାର୍ଯ୍ୟରତ ଅଛନ୍ତି । ସୂଚନା ଅନୁସାରେ ଶୁକ୍ରବାର ନରସିଂହଙ୍କ ପଡ଼ିଶା ଘରେ ରହି ପାଠ ପଢୁଥିବା ଜଣେ ୧୨ ବର୍ଷୀୟ ନାବାଳିକାକୁ ପ୍ରଲୋଭନ ଦେଖାଇ ଘର ଭିତରକୁ ଡ଼ାକି ଦୁଷ୍କର୍ମ ପାଇଁ ଉଦ୍ୟମ […]
Read More Text.