ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି । ପ୍ରଥମ ପର୍ଯ୍ୟାୟ ଖାତା ଏପ୍ରିଲ ୨ରୁ ୧୪ ଯାଏଁ ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । […]
Read More Text.