Z11

ସୋନିଆ ଗାନ୍ଧୀଙ୍କୁ ଭେଟିଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ : ଦଳର ବିପର୍ଯ୍ୟସ୍ଥ ଅବସ୍ଥା ସମୟରେ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କୁ ଭେଟିଲେ ଟିଏମସି ସୁପ୍ରିମୋ ମମତା ବାନାର୍ଜୀ। ମଙ୍ଗଳବାର ଦିଲ୍ଲୀରେ ସୋନିଆଙ୍କ ବାସଭବନରେ ହୋଇଥିବା ବୈଠକରେ, ଦୁଇ ନେତ୍ରୀ ଇଣ୍ଡି ମେଣ୍ଟ ବୈଠକ ପରେ କଂଗ୍ରେସ ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ସମନ୍ୱୟ ରକ୍ଷା କରି ରଣନୀତି ଅନୁସାରେ ଆଗକୁ ବଢ଼ିବା ଏବଂ ସମ୍ପ୍ରତି ବଙ୍ଗ ନିର୍ବାଚନରେ ​​ବିଜେପିଠାରୁ ଟିଏମସିର ପରାଜୟ ପରେ ତୃଣମୂଳ ସଦସ୍ୟ ଦଳ ଛାଡ଼ିବା ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି। […]

Read More Text.
Z3

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ବ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ: ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି ଖରାପ କରୁଥିବା ବେଳେ ଏବେ ବିଦେଶରେ ମଧ୍ୟ ଏହା ପହଞ୍ଚିଗଲାଣି। ଭାରତରୁ ରପ୍ତାନୀ ହେଉଥିବା ଉତ୍ପାଦନ ଉପରେ ସନ୍ଦେହ ପ୍ରକାଶ କଲେଣି ଆମଦାନୀ କରୁଥିବା ରାଷ୍ଟ୍ର। ନିକଟରେ ଜାପାନ ଭାରତରୁ କିଣୁଥିବା ଆମ୍ଭ […]

Read More Text.
Z1

ପଶ୍ଚିମ ଏସିଆ ସଙ୍କଟ ମଧ୍ୟରେ କୁଏତ ଆମୀରଙ୍କ ସହ ଫୋନ୍‌ରେ କଥା ହେଲେ ପିଏମ ମୋଦୀ

ନୂଆଦିଲ୍ଲୀ: ପଶ୍ଚିମ ଏସିଆ (West Asia)ରେ ଜାରି ସଙ୍କଟ ମଧ୍ୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର କୁଏତର ଆମୀର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜାବେର ଅଲ ସବାହଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ଉଭୟ ନେତା କ୍ଷେତ୍ରୀୟ ସୁରକ୍ଷା ପରିସ୍ଥିତି ଏବଂ ବଦଳୁଥିବା ଭୂ-ରାଜନୀତି ଉପରେ ଚର୍ଚ୍ଚା କରିଛନ୍ତି। ଭାରତୀୟ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆରେ ବଢ଼ୁଥିବା ସାମରିକ ଉତ୍ତେଜନାକୁ ନେଇ […]

Read More Text.

୧୧ରୁ ଖସିବ ତାପମାତ୍ରା, କୋପ ଦେଖାଇବ କାଳବୈଶାଖୀ, ୮୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ୧୧ରୁ କମିବ ତାପମାତ୍ରା। ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ରହିବ। ଏନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ୫୦ରୁ ୬୦ କିମି ରହିବ। ଝଟକା ପବନ ୭୦ରୁ ୮୦ କିଲୋମିଟର ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା , ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକରେ ଆଜି କାଳବୈଶାଖୀ […]

Read More Text.
Untitled 11 copy

ହୃଦଘାତରେ ଆଖିବୁଜିଲେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଭୋଇ ସେବକ

ପୁରୀ ୯।୬: ରଥ ଖଳାରେ ଶୋକାକୁଳ ପରିବେଶ । ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଭୋଇ ସେବକ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ ଭୋଇ ସେବକ ହେଉଛନ୍ତି ଧୋବା ଭୋଇ। ସେ ତାଳଧ୍ବଜ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିଲେ । ମଙ୍ଗଳବାର ସକାଳୁ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ପୁରୀ ଓ ପରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ […]

Read More Text.
Images (1)

ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

ଭୁବନେଶ୍ଵର:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ନେଇଛନ୍ତି ବଡ଼ କାର୍ଯ୍ୟାନୁଷ୍ଠାନ। ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ବରଗଡ଼ ଜଳସେଚନ ଡିଭିଜନର ସୁପରିଣ୍ଟେଣ୍ଡଣ୍ଟ ଇଞ୍ଜିନିୟର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ ଡିଭିଜନ ଆସିଷ୍ଟାଣ୍ଟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାଜ କୁମାର ମିଶ୍ର, ବରଗଡ଼ କେନାଲ ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ରଞ୍ଜନ ପଟେଲ ନିଲମ୍ବିତ ହୋଇଛନ୍ତି । ଆର୍ଥିକ ଅନିୟମିତତା ଅଭିଯୋଗରେ ସମସ୍ତଙ୍କୁ ନିଲମ୍ବିତ କରିଛି ଜଳସମ୍ପଦ ବିଭାଗ […]

Read More Text.
Mehermunda cover 736fe890 4dd6 11f1 9d00 63097e6b54f9 1068x601

‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ ବୁଣାକାର ସଂପ୍ରଦାୟଙ୍କ ଜୀବନ, ସଂଘର୍ଷ, ସହନଶୀଳତା ଓ ସଫଳତା ଉପରେ ଆଧାରିତ ଏହି ଚଳଚ୍ଚିତ୍ର ୨୦୨୬ ମେ ୧୫ ତାରିଖରେ ମୁକ୍ତିଲାଭ କରିଛି। ଓଡିଶାର ମହାନ ପାରମ୍ପରିକ ଐତିହ୍ୟ ଓ କାରିଗରୀ କୌଶଳକୁ ଏହି […]

Read More Text.
Digha temple 750x430

ଦୀଘା ଜଗନ୍ନାଥ ମନ୍ଦିର ନେଇ ଓଡ଼ିଶା ସରକାରଙ୍କ ପ୍ରସ୍ତାବକୁ ସ୍ବାଗତ କଲେ ଶୁଭେନ୍ଦୁ ଅଧିକାରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରକୁ ଆଉ ‘ଧାମ’ କୁହାଯିବ ନାହିଁ। ପଶ୍ଚିମବଙ୍ଗର ପୂର୍ବତନ ସରକାର ରଖିଥିବା ଏହି ‘ଧାମ’ ଶବ୍ଦକୁ ହଟାଇବାକୁ ବର୍ତ୍ତମାନର ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ଏହି ବଡ଼ ଘୋଷଣା କରିଛନ୍ତି। ଶୁଭେନ୍ଦୁ ଅଧିକାରୀଙ୍କ ଏହି ଘୋଷଣା ପରେ ଏହି ନିଷ୍ପତ୍ତି ପରେ କୋଟିକୋଟି ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସିର ପରିବେଶ ସୃଷ୍ଟି ହୋଇଛି। ଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ଦିଗରେ ଏହା ଏକ […]

Read More Text.
Mohan majhi 1

‘ଡବଲ୍ ଇଞ୍ଜିନ’ ସରକାରରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଅଗ୍ରସର ହେଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ଏବଂ ରାଜ୍ୟର ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ସମନ୍ୱୟ ବଳରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଏକ ପ୍ରଭାବଶାଳୀ ଗତି ଦେଇ ଅଗ୍ରସର ହେଉଛି। ଯୋଗାଯୋଗ, ଶିଳ୍ପ, ଭିତ୍ତିଭୂମି, କୃଷି, ନାରୀ ସଶକ୍ତୀକରଣ ଏବଂ ସାମାଜିକ ସୁରକ୍ଷା କ୍ଷେତ୍ରରେ କେନ୍ଦ୍ରୀୟ ଯୋଜନାର ଦୃଢ଼ ରୂପାୟନ ମାଧ୍ୟମରେ ପ୍ରତିଟି ନାଗରିକଙ୍କୁ ସଶକ୍ତ କରାଯାଉଛି। କେନ୍ଦ୍ର ସରକାରଙ୍କ ସେବା ଓ ସମର୍ପଣର ୧୨ ବର୍ଷ ଏବଂ ତୃତୀୟ ପାଳିର ଦ୍ଵିତୀୟ ବର୍ଷ ପୂର୍ତ୍ତି […]

Read More Text.
IMG 20260608 WA0189

ସାତ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଗଞ୍ଜେଇ ସହ କାର ଜବତ

ବାରିପଦା : ଆଜି ମୟୁରଭଞ୍ଜ ଜିଲ୍ଲା ଯଶିପୁର ଥାନା ପୋଲିସ ଏକ ଗଞ୍ଜେଇ ଭର୍ତ୍ତି ଥିବା କାରକୁ ଜବତ କରିଅଛି l କାରଟି ତିନିଦିନ ହେବ ଉକ୍ତ ଥାନା ଅନ୍ତର୍ଗତ ଗୌଡ଼ଡ଼ିହି ଶ୍ମଶାନ ନିକଟରେ ଥିବାର ସ୍ଥାନୀୟ ଲୋକମାନେ ଦେଖି ସନ୍ଦେହ ହେବାରୁ ପୋଲିସ କୁ ଖବର ଦେଇଥିଲେ l ପୋଲିସ ଆସି କାର ସମେତ କାର ଭିତରେ ଥିବା ଗଞ୍ଜେଇ ବସ୍ତା କୁ ଜବତ କରିଅଛି l ଜବତ ଗଞ୍ଜେଇ  70 କେଜିରୁ ଉର୍ଦ୍ଧ୍ୱ ହୋଇଥିବାବେଳେ […]

Read More Text.