ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ପ୍ରକ୍ରିୟା ଆରମ୍ଭ, ନବ ଦାସଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ସାନି ତଦନ୍ତ ହେବ। ବିଧାନସଭାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ନବ ଦାସ ହତ୍ୟା କାଣ୍ଡରେ ଯେଉଁଭଳି ତଦନ୍ତ ହେବା କଥା, ନ୍ୟାୟ ମିଳିବା କଥା ତାହା ହୋଇପାରିନାହିଁ  । ଯାହାକୁ ନେଇ ତାଙ୍କ ପରିବାର ଅସହମତି ପ୍ରକାଶ କରିଥିଲେ ।  ଏ ବାବଦରେ ତାଙ୍କ ପରିବାର ଲୋକ ରାଜ୍ୟ ସରକାରଙ୍କୁ ଲିଖିତ ଭାବେ ଜଣାଇବା ପରେ ଆଜି ଠାରୁ ତଦନ୍ତ […]

Read More Text.

ଷ୍ଟକ ବଜାରରେ ଫେରିଲା ଉତ୍ସାହ, ସେନସେକ୍ସ ୧୧୩୧ ପଏଣ୍ଟ ବୃଦ୍ଧି

ମୁମ୍ବାଇ: ଭାରତୀୟ ଷ୍ଟକ ବଜାର ଲାଗି ଆଜି ଥିଲା ଉତ୍ସାହର ଦିନ । ମଙ୍ଗଳବାର ବିଏସ୍ଇ ସେନ୍ସେକ୍ସ ୧୧୩୧.୩୧ ପଏଣ୍ଟ (୧.୫୩%) ବୃଦ୍ଧି ପାଇ ୭୫,୩୦୧.୨୬ ପଏଣ୍ଟରେ ବନ୍ଦ ହୋଇଛି। ଅନ୍ୟପକ୍ଷରେ ଏନଏସଇ ନିଫ୍ଟି ୫୦ ଇଣ୍ଡେକ୍ସ ୩୨୫.୫୫ ପଏଣ୍ଟ (୧.୪୫%) ବୃଦ୍ଧି ପାଇ ୨୨,୮୩୪.୩୦ ପଏଣ୍ଟରେ ବନ୍ଦ ହୋଇଛି। ଆଜି ବଜାର ଜୋରଦାର ଗତିରେ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ସୋମବାର ଷ୍ଟକ ବଜାର ମଧ୍ୟ ସୁଧାର ସହ ବନ୍ଦ ହୋଇଯାଇଥିଲା। ଗତକାଲି ବିଏସଇ ସେନ୍ସେକ୍ସ ୩୪୧.୦୪ […]

Read More Text.

ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ବୟସ ୬ କିମ୍ବା ଏହା ଠାରୁ ଅଧିକ ହୋଇଥିବା ଆବଶ୍ୟକ

ଭୁବନେଶ୍ୱର: ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇଛି। ଯାହାପରେ ଓଡ଼ିଶା ସରକାର ପ୍ରଥମ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ନୂଆ ବୟସ ସୀମା ସ୍ଥିର କରିଛନ୍ତି। ନୂଆ ବୟସ ମାନଦଣ୍ଡ ଅନୁଯାୟୀ, ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ଛଅ ବର୍ଷ କିମ୍ବା ତା’ଠାରୁ ଅଧିକ ସ୍ଥିର କରାଯାଇଛି। ଛାତ୍ରଛାତ୍ରୀଙ୍କର ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି […]

Read More Text.

ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇଦେଲେ

ନୟାଗଡ : ପ୍ରେମ ପାଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ପ୍ରେମ ପାଇଁ ଦେହରେ ପେଟ୍ରୋଲ୍ ଢାଳି ହୋଇ ନିଆଁ ଲଗାଇଦେଲେ ଯୁବକ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଯୁବକ ଜଣଙ୍କ କଟକ ଜିଲ୍ଲା କିଶୋରନଗର ଥାନା ଯାଞ୍ଚପଡା ଗାଁର ଲିଟୁଆ ଦାସ । ଯୁବକ ଜଣଙ୍କ ପ୍ରାୟତଃ ଶତ ପ୍ରତିଶତ ଜଳିଯାଇଛନ୍ତି । ଇଟାମାଟି ଥାନା ଅଞ୍ଚଳ ଲାଠିପଡ଼ା ଗାଁର ଜଣେ ଯୁବତୀଙ୍କୁ ପ୍ରେମ କରି ମଙ୍ଗଳାବାଗ ଅଞ୍ଚଳରେ ନେଇ […]

Read More Text.

୩ ବର୍ଷରେ ୧୪ଟି ବାଘ ଶିକାର, ଯାଇଛି ୪୧ ହାତୀଙ୍କ ଜୀବନ

ଭୁବନେଶ୍ୱର: ଜଙ୍ଗଲରେ ମାତିଛନ୍ତି ଶିକାରୀ। ୩ ବର୍ଷରେ ୧୪ଟି ବାଘ ଶିକାର କରିଛନ୍ତି। ୨ଟି ମହାବଳ ଓ ୧୨ଟି କଲରାପତରିଆ ବାଘ ଶିକାର ହୋଇଛନ୍ତି ବୋଲି ଗୃହରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟରେ ୬ଟି ମହାବଳ ବାଘ ଓ ୬୩ଟି କଲରାପତରିଆ ବାଘ ଛାଲ ଜବତ ହୋଇଛି। ଅନ୍ୟପଟେ ହାତୀ ମୃତ୍ୟୁ ସଂଖ୍ୟା ମଧ୍ୟ ସାମ୍ନାକୁ ଆସିଛି। କେବଳ ଢ଼େଙ୍କାନାଳ ବନଖଣ୍ଡରେ ୪୧ ହାତୀଙ୍କ […]

Read More Text.

ନାଗପୁର ସଂଘର୍ଷ ଯୋଜନାବଦ୍ଧ ନା ସରକାରଙ୍କ ବିଫଳତା? ତେଜିଲା ରାଜନୀତି

ନାଗପୁର: ନାଗପୁର ସଂଘର୍ଷରେ ୩୦ ରୁ ଅଧିକ ଲୋକ ଆହତ ହେବା ପରେ ଏହାକୁ ନେଇ ଏବେ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କାରଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଏହି ହିଂସା ଯୋଜନାବଦ୍ଧ ଥିଲା। ମାତ୍ର ବିରୋଧୀ ଦଳ ସରକାରଙ୍କ ବିଫଳତାର ଅଭିଯୋଗ କରିଛନ୍ତି। ମୋଗଲ ସମ୍ରାଟ ଔରଙ୍ଗଜେବଙ୍କ ସମାଧିକୁ ମହାରାଷ୍ଟ୍ରରୁ ସ୍ଥାନାନ୍ତର କରିବା ନେଇ ସୋମବାର ସନ୍ଧ୍ୟାରେ ହିଂସା ଘଟିବା ପରେ ନାଗପୁରର ଅନେକ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ସହରର […]

Read More Text.

ଆଇଏଏସ ସ୍ତରରେ ଅଦଳବଦଳ, ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ । ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ ସମର୍ଥ ବର୍ମା । ସେହିପରି ଶୁଭମ୍‌‌ ସାକ୍ସେନାଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ ନିର୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି ।

Read More Text.

୬୦.୬୧ ସ୍କୋର୍‌ ସହ ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି । ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି । ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ୨୦୧୮ ମସିହାରେ ପ୍ରକାଶିତ ଏକ ରିପୋର୍ଟ […]

Read More Text.

ପାନୀୟ ଜଳ କାମରେ ବିଳମ୍ବ ହେଲେ ଠିକା କମ୍ପାନୀଙ୍କ ବିରୋଧରେ FIR: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ଏଣିକି ପାନୀୟ ଜଳ ଯୋଗାଣରେ ଅଵ୍ୟଵସ୍ଥା କଲେ ଠିକା କମ୍ପାନୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ପଂଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି ଯେ ପାନୀୟ ଜଳ କାମରେ ଠିକା କମ୍ପାନୀ ବିଳମ୍ବ କଲେ ହେବ ଏଫଆଇଆର ହେବ । ରାଜ୍ୟରେ ଚାଲିଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଥିଲା । ପ୍ରକଳ୍ପ […]

Read More Text.

ଆତ୍ମସମର୍ପଣ ଅପେକ୍ଷା ଲଢେଇ କରିବାକୁ ଚାହିବୁ : ୟୁକ୍ରେନ୍

କିବ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ରୁଷରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଆଜି କଥାବାର୍ତ୍ତା ହେବାକୁ ଯାଉଛି । ଏହି କଥାବାର୍ତ୍ତାର କିଛି ଘଣ୍ଟା ପୂର୍ବରୁ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଆଣ୍ଡ୍ରି ସିବିହା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କ ଦେଶ ଋଷ ସହ ନିଃସର୍ତ୍ତ ଅସ୍ତ୍ରବିରତି ଚାହୁଁଛି ଏବଂ ଯଦି ଋଷ ଏହି ପ୍ରସ୍ତାବକୁ ଗ୍ରହଣ ନ କରେ ତେବେ ସେମାନେ ଲଢେଇ କରିବାକୁ ପ୍ରସ୍ତୁତ ଅଛନ୍ତି । ରାଇସିନା ଡାଏଲଗ୍ ସମୟରେ […]

Read More Text.