ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ
ବଣାଇ: ଖେଳୁ ଖେଳୁ ଷ୍ଟିଲ ଗରାରେ ପଶିଲା ୪ ବର୍ଷର ଶିଶୁର ମୁଣ୍ଡ। ଡାକ୍ତରଖାନାରେ କଟରରେ ଗରାକୁ କାଟି ବାହାର ଗଲା ଶିଶୁରୁ ମୁଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଜାଙ୍ଗଳା ଗାଁରେ ଘଟିଛି ଏପରି ଘଟଣା । ସୂଚନା ଅନୁସାରେ ବାବୁଲି ମୁଣ୍ଡା ଓ ତାଙ୍କର ପତ୍ନୀ ସାବିନା ମୁଣ୍ଡାଙ୍କର ୪ବର୍ଷର ଶିଶୁ ପୁତ୍ର ଶୁଭମ ଘରେ ଖେଳୁ ଖେଳୁ ଷ୍ଟିଲ ଗରାରେ ମୁଣ୍ଡ ପଶି ଯାଇଥିଲା । ପରିବାର ଲୋକ ମୁଣ୍ଡରୁ ଗରା ବାହାର […]
Read More Text.