ସୁପ୍ରିମ ରାୟ : SIR ସଂପୂର୍ଣ୍ଣ ବୈଧ, ଭୋଟର ତାଲିକା ସଂଶୋଧନ କ୍ଷମତା ନିର୍ବାଚନ କମିଶନଙ୍କ ରହିଛି:
ନୂଆଦିଲ୍ଲୀ : ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଭୋଟର ତାଲିକା ସଂଶୋଧନ (SIR) ବୈଧ । ନିର୍ବାଚନ କମିଶନଙ୍କ ସ୍ପେଶାଲ୍ ଭୋଟର ଯାଞ୍ଚକୁ କୋର୍ଟଙ୍କ ମଞ୍ଜୁରୀ । ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇ ନିର୍ବାଚନ କମିଶନଙ୍କ ସ୍ପେଶାଲ୍ ଇଣ୍ଟେନସିଭ୍ ରିଭିଜନ୍ (SIR) ବା ଭୋଟର ତାଲିକାର ସ୍ୱତନ୍ତ୍ର ଓ ଗଭୀର ସଂଶୋଧନ ପ୍ରକ୍ରିୟାକୁ କାଏମ ରଖିଛନ୍ତି । କୋର୍ଟ SIRକୁ ଏକ ବୈଧ ଏବଂ ସାମ୍ବିଧାନିକ ପ୍ରକ୍ରିୟା ଭାବରେ ବର୍ଣ୍ଣନା କରିଛନ୍ତି । କୋର୍ଟ ଆହୁରି କହିଛନ୍ତି, ଏହି […]
Read More Text.