ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର । ଆଧୁନିକ ଓଡ଼ିଶାର ନିର୍ମାତା । ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ । ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ । ବିଜୁ ବାବୁ ଯେଉଁ ଆଧୁନିକ ଓଡ଼ିଶାର ସ୍ବପ୍ନ ଦେଖିଥିଲେ, ତାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ସରକାର ପଛାଇବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ […]
Read More Text.