ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ମିଳିବ ସୁବିଧା, ଡୋର ଟୁ ଡୋର ହେବ ସର୍ଭେ
ଭୁବନେଶ୍ୱର : ସୁଭଦ୍ରା ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର ବୋଲି ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସେ ଏହା ମଧ୍ଯ କହିଛନ୍ତି ଯେ ଡୋର ଟୁ ଡୋର ଯାଇ ୱାନ ଟୁ ୱାନ ସର୍ଭେ କରିବେ ଅଧିକାରୀ । ଏବେ ସୁଦ୍ଧା ସୁଭଦ୍ରାରେ କୋଟିଏ ୮ ଲକ୍ଷ ମହିଳା ଆବେଦନ କରିଛନ୍ତି । […]
Read More Text.