ପିସି-ପିଏନଡ଼ିଟି ଆକ୍ଟ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ
ବାରିପଦା: ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ପିସିପିଏନଡ଼ିଟି ଆକ୍ଟର ଉପଯୁକ୍ତ କାର୍ଯ୍ୟକାରିତା ଉପରେ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି I ଲିଙ୍ଗ ନିରୂପଣକୁ କିଭଳି କଡାକଡି ଭାବରେ ରୋକାଯାଇପାରିବ ସେଥିପାଇଁ ଗୁରୁତର ସହ ଧ୍ୟାନ ଦେବାକୁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି I ଉକ୍ତ ବୈଠକରେ କାର୍ଯ୍ୟକ୍ଷମ ଥିବା ପଞ୍ଜିକୃତ ଅଲ୍ଟ୍ରାସାଉଣ୍ଡ କ୍ଲିନିକ […]
Read More Text.