ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା
ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ୨୮ ତାରିଖ ଅର୍ଥାତ ଶୁକ୍ରବାର ପ୍ରଥମଥର ପାଇଁ ପୁରୀରେ ଆୟୋଜନ ହେଉଥିବା ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ସେ ଯୋଗଦେବେ। ଏହି ପରିପ୍ରେକ୍ଷୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଦୁଇଦିନଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ […]
Read More Text.