୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ
ସମ୍ବଲପୁର: ୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ। ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ଆଚାର୍ଯ୍ୟକୁ ଗିରଫ କଲା ଧନୁପାଲି ଥାନା ପୋଲିସ। ସନ୍ତୋଷକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଅଧିକ ସୁଧ ଲୋଭ ଦେଖାଇ ୧୨୦୦ କୋଟି ଟଙ୍କା ଠକେଇ କରିଥିଲା ସନ୍ତୋଷ । ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ କୁଲୁଥକାନୀ ଠାରେ ଏକ ଅର୍ଥଲଗାଣକାରୀ ସଂସ୍ଥା ମାସିକ ସୁଧ ଯୋଜନା କରି ଟଙ୍କା ନେଉଥିଲା। ମାସିକ ୩ ରୁ ୭ ପ୍ରତିଶତ ପର୍ଯ୍ୟନ୍ତ ସୁଧ ଦେବାକୁ […]
Read More Text.