ଡିଆରକେ କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ
ବାରିପଦା : ମଧୁବନ ମିନି ଷ୍ଟାଡିୟମରେ ଡି ଆର କେ କ୍ଲବ ଆନୁକୂଲ୍ୟରେ ଆୟୋଜିତ ୨ୟ ବାର୍ଷିକ ଡି ଆର କେ କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି I ଟୁର୍ଣ୍ଣାମେଣ୍ଟର ସଭାପତି ନଗରପାଳ କୃଷ୍ଣIନନ୍ଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅତିଥି ଭାବେ ପୂର୍ବତନ ଉପବାଚସ୍ପତି ସାନନ୍ଦ ମାର୍ଣ୍ଡି, ବିଶିଷ୍ଟ ଶିଳ୍ପପତି ଗିରିଶ ଚନ୍ଦ୍ର ଦାସ ଓ ଉପନଗରପାଳ ସୀମା ଦାସ ଯୋଗଦେଇ ଏହି ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଉପ ସଭାପତି କାଶୀ […]
Read More Text.