ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ, ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କଳାହାଣ୍ଡି: ଶ୍ବାସରୁଦ୍ଧ ହୋଇ ୬ ମୃତ । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଅଘଟଣ ଘଟିଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି । ସୂଚନାଯୋଗ୍ୟ, ଗତ ଦୁଇମାସ ତଳେ ମଧ୍ୟ ଏହିପରି ଏକ ଘଟଣା ସାମ୍ନାକୁ ଆସିଥିଲା । ସେପ୍ଟିକ ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲ ଏବଂ ୨ ଜଣ […]
Read More Text.