ଶାମୁକା ସଂଗ୍ରହ ବେଳେ ନଦୀରେ ଭାସି ୮ ମୃତ, ଅନେକ ନିଖୋଜ
କର୍ଣ୍ଣାଟକ : ଉତ୍ତର କନ୍ନଡ ଜିଲ୍ଲାର ଥଟ୍ଟେ ହକ୍କଲୁ ନଦୀରେ ଅଘଟଣ । ନଦୀର ପ୍ରଖର ସ୍ରୋତରେ ଭାସିଗଲେ ପରିବାରର ୮ ସଦସ୍ୟ । ଏମାନଙ୍କ ଭିତରେ ୭ ଜଣ ମହିଳା ଥିବା ଜଣାପଡିଛି । ସ୍ଥାନୀୟ ଲୋକ ଉଦ୍ଧାର ପାଇଁ ଚେଷ୍ଟା କରୁଛନ୍ତି । ତେବେ ଏମାନେ ନଦୀରେ ଶାମୁକା ଖୋଜି ଏକାଠି କରୁଥିବା ବେଳେ ଏଭଳି ଅଘଟଣ ଘଟିଛି । ଖବର ମୁତାବକ, ଶିରାଲୀ ଗାଁର ପ୍ରାୟ ୧୪ ଜଣ ଲୋକ ନଦୀରେ ଶାମୁକା ଏକାଠି […]
Read More Text.