ରଥଯାତ୍ରା ପ୍ରସ୍ତୁତି ନେଇ ବୈଠକ ଡାକିଲେ ଆଇନ ମନ୍ତ୍ରୀ, ଭିଡ଼ ନିୟନ୍ତ୍ରଣ ନେଇ ଆଲୋଚନା

ପୁରୀ : ରଥଯାତ୍ରା ପ୍ରସ୍ତୁତି ନେଇ ବଡ଼ ବୈଠକ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ରାଜ୍ୟ ଅତିଥି ଭବନରେ ହୋଇଛି ବୈଠକ । ରିପିଟ ନହେଉ ଦଳଚକଟା ଘଟଣା । କେମିତି ହେବ ଭିଡ଼ ନିୟନ୍ତ୍ରଣ। ଗୁଣ୍ଡିଚାରେ ରଥ ଲାଗିବା ପରେ କେଉଁଠି ରହିବ ଚାରା ? କେମିତି ଭକ୍ତମାନେ ଦର୍ଶନ କରିବେ ? କେଉଁ ପଟେ ପଶିବେ ଆଉ କେଉଁ ପଟେ ବାହାରିବେ? କେତେ ସମୟ ଦର୍ଶନ ଚାଲିବ କେତେ ବେଳେ ପହଡ଼ ପଡିବ ।  […]

Read More Text.

ଅଟୋକୁ ଧକ୍କା ଦେଲା ବସ୍, ୬ ମୃତ, ୪ ଗୁରୁତର

ବ୍ରହ୍ମପୁର: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍ । ଦୁର୍ଘଟଣାରେ ୬ ମୃତ, ୪ ଗୁରୁତର । ଗଞ୍ଜାମ ପୁରୁଷତ୍ତମପୁର ଥାନା ଲଡ଼କପଲ୍ଲା ଛକରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସମସ୍ତ ଗୁରୁତରଙ୍କୁ ବ୍ରହ୍ମପୁର MKCGକୁ ସ୍ଥାନାନ୍ତର କରାଯାଇଛି । ଅଟୋଟି ସୋରଳ ରୋଡ୍ ଏରେଣ୍ଡ୍ରାରୁ ସିଂହାସନୀ ପୀଠକୁ ଏକ ଭୋଜିରେ ଯୋଗଦେବା ଯାଉଥିବା ବେଳେ ପୁରୁଷୋତ୍ତମପୁର ଥାନା ସିକୁଳା ନିକଟସ୍ଥ ଲଡକାପଲୀ ଠାରେ ଡାଇମଣ୍ଡ ନାମକ ଏକ ଯାତ୍ରୀବାହି […]

Read More Text.
Plus two

ଯୁକ୍ତ ଦୁଇ ପରୀକ୍ଷାରେ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା 

ବାରିପଦା : ଚଳିତ ବର୍ଷ ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ, ବାଣିଜ୍ୟ ଏବଂ କଳାରେ  ମୋଟ ୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୧୬୭ ପରୀକ୍ଷାର୍ଥୀ ମଧ୍ୟରୁ ୯୦%ରୁ ଅଧିକ ୮ ଜଣ ଓ ୮୦% ରୁ ଅଧିକ-୩୨ ଜଣ ଅଛନ୍ତି । କଳା ରେ ୪୧ ଜଣ ପରୀକ୍ଷାର୍ଥୀ ମଧ୍ୟରୁ ୯୦% ରୁ ଅଧିକ ୧ ଜଣ ଓ ୮୦% ରୁ ଅଧିକ ୭ ଜଣ ଅଛନ୍ତି ଓ ବାଣିଜ୍ୟରେ […]

Read More Text.

ରାଷ୍ଟ୍ରପତିଙ୍କୁ ଭେଟିଲେ ଫାଗୁନ ପ୍ରତିନିଧି ଦଳ 

ଏନସିଇଆରଟିର ସାନ୍ତାଳୀ ପାଠ୍ୟ ପୁସ୍ତକରେ ଅଲଚିକି ଲିପି ପ୍ରଚଳନ ପାଇଁ ଦାଵୀ ବାରିପଦା : ମାସିକ ସାନ୍ତାଳୀ ସମ୍ବାଦ ପତ୍ରିକା ଫାଗୁନ ର ଏକ ପ୍ରତିନିଧି ଦଳ   ସୁଲୋଚନା ହାଁସଦାଙ୍କ ନେତୃତ୍ୱରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଙ୍କୁ ସାକ୍ଷାତ କରିଛନ୍ତି । ପ୍ରତିନିଧି ଦଳ ଏନସିଇଆରଟି ଦ୍ୱାରା ପ୍ରକାଶିତ ସାନ୍ତାଳୀ ପାଠ୍ୟପୁସ୍ତକରେ ଦେବନାଗରୀ ଲିପିର ବ୍ୟବହାର ଉପରେ ଗଭୀର ଉଦବେଗ ପ୍ରକାଶ କରିବା ସହ ସାନ୍ତାଳୀ ଭାଷା ପାଇଁ ଅଲଚିକି ଲିପିର ପ୍ରଚଳନ ପାଇଁ ଦାଵୀ  […]

Read More Text.

ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ପାଳିତ

ନିୟମିତ ବ୍ୟବଧାନରେ ରକ୍ତଚାପ ପରୀକ୍ଷା ଓ ସୁସ୍ଥ ଜୀବନଶୈଳୀ ଅନୁସରଣ ପାଇଁ ଆହ୍ୱାନ ବାରିପଦା : ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଏକ ଜିଲ୍ଲାସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଧନୁର୍ଜୟ ମହନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ନିୟମିତ ପରୀକ୍ଷା, ସୁସ୍ଥ ଖାଦ୍ୟାହାର, ବ୍ୟାୟାମ ଓ ସଠିକ୍ ଜୀବନଶୈଳୀ ଅନୁସରଣ ଉପରେ […]

Read More Text.
Pulwama attack

ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହଜମା ବୁରହାନକୁ ହତ୍ୟା

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କୀ ନେଟୱାର୍କକୁ ଆଉ ଏକ ବଡ଼ ଝଟକା । ପୁଲୱାମା ଆକ୍ରମଣର ମାଷ୍ଟର ମାଇଣ୍ଡକୁ ଗୁଳି କରି ହତ୍ୟା । ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ହମଜା ବୁରହାନକୁ ପାକିସ୍ତାନରେ ଜଣେ ଅଜଣା ବ୍ୟକ୍ତି ଗୁଳି କରି ଫେରାର ହୋଇଯାଇଛି । ସୁରକ୍ଷା ଏଜେନ୍ସୀ ମୁତାବକ, ଦୀର୍ଘ ସମୟ ଧରି ଭାରତ ବିରୋଧୀ ଆତଙ୍କୀ ଗତିବିଧିରେ ସାମିଲ ଥିଲା । ପାକିସ୍ତାନର ମୁଜାଫରାବାଦରେ ଆତଙ୍କବାଦୀ ହମଜା ବୁରହାନଙ୍କୁ ଗୁଳି […]

Read More Text.

କେନ୍ଦ୍ରମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ: ମନ୍ତ୍ରୀମାନଙ୍କୁ ଦିଲ୍ଲୀ ନ ଛାଡିବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଦେଶ ଗସ୍ତ ସାରି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି । ଫେରିବା ପରେ ଆଜି ବସିବ କେନ୍ଦ୍ର ମନ୍ତ୍ରୀପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୋଦି ୩.୦ ସରକାରର ବଡ଼ ସମୀକ୍ଷା ହେବ । ଆଜି ଅପରାହ୍ନ ୪ଟାରେ ଦିଲ୍ଲୀର ସେବା ତୀର୍ଥଠାରେ କେନ୍ଦ୍ର ମନ୍ତ୍ରୀପରିଷଦର ଏକ ଅତି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ମେଗା ବୈଠକରେ ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତା କରିବେ । ବୈଠକ ପାଇଁ କ୍ୟାବିନେଟ୍ ମନ୍ତ୍ରୀ, ସ୍ୱାଧୀନ ଦାୟିତ୍ୱପ୍ରାପ୍ତ […]

Read More Text.

ଇବୋଲା ଭାଇରସକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ : ଇବୋଲା ଭାଇରସ ସଂକ୍ରମଣକୁ ନେଇ ଦିଲ୍ଲୀ ଏୟାରପୋର୍ଟରେ ଆଡଭାଇଜରୀ ଜାରି ହୋଇଛି । ଡିଜିଏଚଏସ ଏହି ଭାଇରସକୁ ନେଇ ଆଡଭାଇଜରୀ ଜାରି କରିଛି । ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଆଡଭାଇଜରୀରେ କହିଛନ୍ତି, ଇବୋଲା ଭାଇରସରେ ପ୍ରଭାବିତ ଦେଶରୁ ଆସୁଥିବା କିମ୍ବା ସେଠାର ହୋଇ ଯାଉଥିବା ଯାତ୍ରୀଙ୍କ ଉପରେ ଧ୍ୟାନ ଦେବା ଉଚିତ । ହାଇ ଆଲର୍ଟରେ କଙ୍ଗୋ, ୟୁଗାଣ୍ଡା ଏବଂ ଦକ୍ଷିଣ ସୁଡାନ ଯାତ୍ରା କରୁଥିବା ଯାତ୍ରୀଙ୍କ ନିକଟରେ ଇବୋଲା ସମ୍ବନ୍ଧୀୟ କୌଣସି […]

Read More Text.

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର :  କାଳବୈଶାଖୀ ନେଲା ୩ ଜୀବନ ।  କେନ୍ଦୁଝର ଟାଉନ ଥାନା ନରଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ।  ପ୍ରବଳ ଝଡ଼ପବନରେ ଭାଙ୍ଗିଲା ଟେଣ୍ଟ, ଚାପି ହୋଇ ୩ ମୃତ ।  ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା । ଆଜି ଅପରାହ୍ଣ ସମୟରେ ହଠାତ୍‌ ପ୍ରବଳ ଘୁର୍ଣ୍ଣିଝଡ଼, ପବନ ଏବଂ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବା ଜଣାଯାଇଛି । ବିଭିନ୍ନ ଅଞ୍ଚଳରେ ଗଛ ଭାଙ୍ଗି ପଡ଼ିବା ସହ ବ୍ୟାପକ କ୍ଷୟକ୍ଷତି ଘଟିଛି । […]

Read More Text.

କାଠଯୋଡ଼ି ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବାରଙ୍ଗ : ବାରଙ୍ଗରେ ପୁଣି ଚାଞ୍ଚଲ୍ୟ । ମହିଳାଙ୍କୁ ମାରି ପୋତିଦେଲେ । କାଠଯୋଡ଼ି ନଦୀ ପଠାରୁ ମିଳିଲା ଅଧା ପୋତାହୋଇଥିବା ମୃତଦେହ । ଆଜି ସକାଳେ ମୃତଦେହକୁ କୁକୁର ଖାଉଥିବାଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ମହିଳାଙ୍କର କେବଳ ହାତ ଓ ଗୋଡ଼ ଦେଖା ଯାଉଥିବା ବେଳେ ଅବଶିଷ୍ଟ ଶରୀର ବାଲି ଭିତରେ ପୋତି ହୋଇ ରହିଛି । ତେବେ ମହିଳା ଜଣକ କିଏ ଓ ତାଙ୍କର ମୃତ୍ୟୁ କିଭଳି ହେଲା ତାହା ଜଣାପଡ଼ିନି […]

Read More Text.