ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ, ପୁଣି ବାଜି ମାରିଲେ ଛାତ୍ରୀ
କଟକ : ପ୍ରକଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ। ଏକାସଙ୍ଗେ ବାହାରିଲା ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଏଥର ବି ବାଜି ମାରିଲେ ଛାତ୍ରୀ । କଳା, ବାଣିଜ୍ୟ ଓ ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଆଗୁଆ ରହିଛନ୍ତି ଛାତ୍ରୀ । କଳାରେ ଛାତ୍ରଙ୍କ ପାସ ହାର ୭୭.୯୭% ଥିବାବେଳେ ଛାତ୍ରୀଙ୍କ ପାସ ହାର ରହିଛି ୮୯.୪୫%। କଳାରେ ମୋଟ ପାସହାର ୮୪.୫୦% । ସେହିପରି ବାଣିଜ୍ୟରେ ଛାତ୍ରଙ୍କ ପାସହାର […]
Read More Text.