ଦୁର୍ନୀତି ମାମଲାରେ ପୂର୍ବତନ କଲେକ୍ଟରଙ୍କୁ ୧ ବର୍ଷ ସଶ୍ରମ କାରାଦଣ୍ଡ
ଭୁବନେଶ୍ବର: ଦୁର୍ନୀତି ମାମଲାରେ ପୂର୍ବତନ କଲେକ୍ଟର ଦୋଷୀ । ୩ ଜଣଙ୍କୁ ବର୍ଷେ ଲେଖାଏଁ ସଶ୍ରମ କାରାଦଣ୍ଡ । ଦୁର୍ନୀତି ମାମଲାରେ ପୂର୍ବତନ ଢେଙ୍କାନାଳ ଜିଲ୍ଲାପାଳଙ୍କ ସମେତ ୩ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବର୍ଷେ ଜେଲ୍, ପେନସନ୍ ବନ୍ଦ ପାଇଁ ପଦକ୍ଷେପ ନେବ ଭିଜିଲାନ୍ସ ବିଭାଗ । ପ୍ରାୟ ୯ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହେରଫେର ମାମଲାରେ ପୂର୍ବତନ ଢେଙ୍କାନାଳ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ […]
Read More Text.