ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ବାରିପଦା : ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି| ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ,ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଜିତ କୁମାର,ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା, ଉପଜିଲ୍ଲାପାଳ ଶ୍ରୀ ଉଗ୍ରସେନ ଓରାମ,ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା,ମୁଖ୍ୟ ଜିଲ୍ଲା […]
Read More Text.