ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ୩ ଶ୍ରମିକଙ୍କ ମୃତ୍ୟୁ
ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ତୁରନ୍ତ ହିନ୍ଦୋଳନ ମେଡିକାଲକୁ ନିଆଯାଇଥିଲା । ତେବେ କଟକ ସ୍ଥାନାନ୍ତର ପୂର୍ବରୁ ତିନି ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ । ଏହି ଘଟଣା ପରେ […]
Read More Text.