ଆସାମରେ ପୁଣି ଫୁଟିଲା ପଦ୍ମ
ଆସାମ : ଆସାମରେ ପୁଣି ବିଜେପି ସରକାର । ବହୁ ପଛରେ ପଡ଼ିଛି ପ୍ରତିଦ୍ୱନ୍ଦୀ କଂଗ୍ରେସ । ହିମନ୍ତ ବିଶ୍ୱଶର୍ମା ଜାଲୁକବାରି ବିଜେପି ଆଗୁଆ ରହିଛନ୍ତି । ୩ୟ ଥର ପାଇଁ ଆସାମରେ ବିଜେପି ସରକାର ହେବାକୁ ଯାଉଛି । ଭୋଟ ଗଣତି ଜାରି ରହିଛି । ବିଜେପି ଆଗୁଆ ରହିଛି । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭା ନିର୍ବାଚନରେ ବିଜେପି ଓ କଂଗ୍ରେସ ମଧ୍ୟରେ […]
Read More Text.