ପୋଖରୀରେ ବୁଡ଼ି ଦୁଇ ନାବାଳିକା ମୃତ
ନୀଳଗିରି: ଦୁଇ ଭଉଣୀଙ୍କ ସଲିଳ ସମାଧି । ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ସାଆନ୍ତା ନିକଟ ଭୂଇଁପଡ଼ାରେ ଅଘଟଣ ଘଟିଛି। ମୃତକ ହେଲେ ଅନ୍ନପୂର୍ଣ୍ଣା ମଲ୍ଲିକ ଓ ଅନ୍ୟାସା । ଦୁଇ ଭଉଣୀ ପୋଖରୀରେ ଗାଧୋଉଥିବାବେଳେ ଗୋଡ ଖସିଯାଇଥିଲା । ବହୁ ଖୋଜାଖୋଜି କରି ଉଦ୍ଧାର ପରେ ନୀଳଗିରି ମେଡିକାଲ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁଇ ଭଉଣୀଙ୍କ ମୃତ୍ୟୁ ପରେ ଶୋକାକୁଳ […]
Read More Text.