୪୨୦/୨୨୦ କେଭି ଗ୍ରୀଡ୍ ସବ୍ଷ୍ଟେସନ୍ର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ, ବିନା ବିଦ୍ୟୁତ୍ କାଟ୍ରେ ହେବ ମରାମତି
କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ଏକ ସମୃଦ୍ଧ ଶିଳ୍ପ ହବ୍ରେ ପରିଣତ କରିବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ବଡ଼ବିଲ ଅଂଚଳର ଉଚ୍ଚବାଲି ଠାରେ ୧୬୪୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୪୨୦/୨୨୦ କେଭି ଗ୍ରୀଡ୍ ସବ୍ଷ୍ଟେସନ୍ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ପୂର୍ବ ଭାରତର ଦ୍ୱିତୀୟ […]
Read More Text.