୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ; ଆଜିର ଛାତ୍ରଛାତ୍ରୀ ବୈଜ୍ଞାନିକ ହୋଇ ଦେଶକୁ ଆତ୍ମନିର୍ଭର କରିବେ
କେନ୍ଦୁଝର: କେନ୍ଦୁଝରରେ ୫୨ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଗୋଟିଏ ସଭ୍ୟତାର ବିକାଶ ପଛରେ ସବୁଠାରୁ ବଡ ଭୂମିକା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ରହିଛି। କଳା ଓ ସଂସ୍କୃତି ସାମାଜିକ ପରମ୍ପରାରେ ମହକ ସୃଷ୍ଟି କରିଥାଏ। କିନ୍ତୁ, ସାମାଜିକ ଓ ଆର୍ଥିକ ବିକାଶ ପାଇଁ ମୂଳଭିତ୍ତି ହେଉଛି ବିଜ୍ଞାନ। କେଉଁ ପ୍ରାଚୀନ କାଳରୁ ଆମ ଦେଶର […]
Read More Text.