ପଶ୍ଚିମ ଓଡ଼ିଶାରେ ୪୩ ଡିଗ୍ରୀ ଛୁଇଁଲା ପାରଦ, ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ୱାର୍ଣ୍ଣିଂ
ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରୁ ଉପକୂଳ ଓଡ଼ିଶାବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଶନିବାରଠାରୁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। କିନ୍ତୁ ଅନ୍ୟପକ୍ଷରେ, ରାଜ୍ୟର ଆଭ୍ୟନ୍ତରୀଣ ତଥା ପଶ୍ଚିମ ଜିଲ୍ଲାଗୁଡ଼ିକରେ ଗ୍ରୀଷ୍ମର ପ୍ରକୋପ ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ, ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଉପକୂଳ ସହରଗୁଡ଼ିକରେ ପାରଦ ଖସିଥିବା ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ତାପମାତ୍ରା ୩୪.୪ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱରରେ ୩୪.୮ […]
Read More Text.