ବେଆଇନ ଗୋଦାମ ଉପରେ ଚଢ଼ାଉ, ୫୦୦ ଏଲପିଜି ସିଲିଣ୍ଡର ଜବତ
କଟକ:୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ । ଆଜି ସକାଳେ କଟକ ସଦର ଥାନା ଅନ୍ତର୍ଗତ ବାରଙ୍ଗ ବ୍ଲକର ବ୍ରାହ୍ମଣ ଝରିଲୋରେ ଏକ ବେଆଇନ ଗୋଦାମ ଉପରେ ପୁଲିସ୍, ଜିଲ୍ଲା ପ୍ରଶାସନ ଏବଂ ସିଭିଲ ଯୋଗାଣ ଅଧିକାରୀଙ୍କ ଏକ ମିଳିତ ଟିମ୍ ଚଢାଉ କରାଯାଇଥିଲା। ଫୁଲନଖରା-ନିଆଳି ରାଜ୍ୟ ରାଜପଥ ୬୦ ପାର୍ଶ୍ୱରେ ଏକ ଘରୁ ବେଆଇନ ଏଲପିଜି ସିଲିଣ୍ଡର ସଂରକ୍ଷଣ ଏବଂ ବଣ୍ଟନ ସମ୍ପର୍କରେ ନିର୍ଦ୍ଦିଷ୍ଟ ସୂଚନା ପାଇବା ପରେ କଟକ ଗ୍ରାମାଞ୍ଚଳ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
Read More Text.