Images

ବ୍ରିଜରୁ ଖସିଲା ବାଇକ, ୨ ମୃତ

ନୂଆପଡ଼ା: ବ୍ରିଜରୁ ଖସିଲା ବାଇକ, ୨ ମୃତ । ନୂଆପଡ଼ା ଜିଲ୍ଲା କୋମନା ଥାନା ହାତୀସରା ବ୍ରିଜ ତଳକୁ ଖସି ପଡିଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ଦୁଇଜଣଙ୍କୁ ତରବୋଡ ପୋଲିସ ଉଦ୍ଧାର କରି ଡାକ୍ତର ଖାନାକୁ ଚିକିତ୍ସା ପାଇଁ ପଠେଇଛି । ଗତକାଲି ବିଳମ୍ବିତ ରାତିରେ ତରବୋଡ ଠାରେ ଚାଲିଥିବା ଧନୁଯାତ୍ରା ଦେଖି ଗୋଟିଏ ବାଇକରେ ୪ ଜଣ ଯୁବକ […]

Read More Text.
Screenshot 2025 11 26 150502

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଅଭାବନୀୟ ଘଟଣା ।  ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ   ଶ୍ୱଶୁର ଆଗରେ ସ୍ତ୍ରୀ କୁ ହତ୍ୟା କଲା ନିଶାସକ୍ତ ସ୍ୱାମୀ  ।  ବଲାଙ୍ଗିର ଦେଓଗାଁ ଥାନା ଜୁର୍ଲାକାନି ଗାଁରେ ଘଟଣା ଘଟିଛି। ମୃତକ ହେଲେ ତପ ମଲ୍ଲିକ ।  ଅଭିଯୁକ୍ତ ସ୍ୱାମୀ ମାଧବ ମଲ୍ଲିକ ଥାନାରେ ଅଟକ ରହିଛି ।  ନିଜ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ମାଧବ l ଦେଓଗାଁ ପୋଲିସ ଘଟଣା ସ୍ଥଳରେ ତଦନ୍ତ କରୁଥିବା ବେଳେ […]

Read More Text.
Images (3)

ମହୁମାଛି ଆକ୍ରମଣ ଭୟରେ ପାଣିରେ ବୁଡ଼ି ରହିଲେ; ଚାଲିଗଲା ଯୁବକଙ୍କ ଜୀବନ

ସମ୍ବଲପୁର: ସମ୍ବଲପୁର ଜିଲା ମହୁଲପାଲି ଥାନା ବ୍ରାହ୍ମଣଡିହି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଭୟରେ ଜଣେ ଯୁବକ ପୋଖରୀରେ ବୁଡ଼ି ରହିବାରୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ, ବ୍ରାହ୍ମଣଡିହି ଗ୍ରାମରେ ଏକ ପୋଖରୀରେ କିଛି ଯୁବକ ମାଛ ଧରୁଥିଲେ। ଏହି ସମୟରେ ମହୁମାଛି ସେମାନଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରୁ ଜୀବନ ବଞ୍ଚାଇବା ଲାଗି ଜଣେ ଯୁବକ ପାଣିରେ ବୁଡ଼ି ରହିଥିଲେ। […]

Read More Text.
Hq720

୩ ଖଣିରେ ରହିଛି ୧୫୮୬ କି.ଗ୍ରା. ସୁନା: ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ବର: ରାଜ୍ୟରେ ସନ୍ଧାନ ମିଳିଥିବା ୩ଟି ସୁନା ଖଣିରେ ୧୫୮୬ କିଲୋଗ୍ରାମ ସୁନା ରହିଛି। ଏହା କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ରାଜ୍ୟ ସରକାର ଏହି ୩ଟି ସୁନା ଖଣିକୁ ନିଲାମ କରିବେ। ନିଲାମ ପ୍ରକ୍ରିୟା ଚାଲିଛି। ଏ ନେଇ ଆସନ୍ତା ୩ ତାରିଖରେ ଏକ ବୈଠକ ବସିବ। ନିଲାମ କିପରି ଠିକ୍ ଭାବେ ହେବ ସେ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଭାରତୀୟ ଭୂତାତ୍ତ୍ଵିକ ସର୍ବେକ୍ଷଣ (ଜିଏସଆଇ) ସଂସ୍ଥା ରାଜ୍ୟର […]

Read More Text.

ଆଦିବାସୀ ଇଲାକାରେ ଅଜଣା ରୋଗ ଆତଙ୍କ ! ୧୫ ଦିନରେ ଗଲାଣି ୧୦ ଜୀବନ

ବାଲେଶ୍ଵର: ଆଦିବାସୀ ଇଲାକାରେ ଏବେ ହାହାକାର ପରିସ୍ଥିତି । ଅଜଣା ରୋଗ ବ୍ୟାପିବା ଯୋଗୁଁ ଏବେ ସମସ୍ତେ ଚିନ୍ତାରେ । ମାତ୍ର ଗୋଟିଏ ପଞ୍ଚାୟତରେ ୧୫ଦିନ ଭିତରେ ୧୦ରୁ ଅଧିକ ଆଦିବାସୀଙ୍କ ମୁଣ୍ଡ ଗଡ଼ିଲାଣି । ବାଲେଶ୍ୱର ଜିଲାର ନୀଳଗିରି ଅଞ୍ଚଳଟି ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହି ଇଲାକାର ଲୋକଙ୍କୁ ପ୍ରାୟ ୮/୧୦ଦିନ ଧରି ଜ୍ୱର ଲାଗି ରହୁଛି । ଡାକ୍ତରଙ୍କ ପରାମର୍ଶକ୍ରମେ ଏମାନେ ନିୟମିତ ଔଷଧ ଖାଇବା ସହ ଡାକ୍ତରଖାନାରେ ମଧ୍ୟ ଭର୍ତ୍ତି ହେଉଛନ୍ତି […]

Read More Text.
G9alj uauaaz8qt

ରେଡ୍‌ ଫ୍ଲାଗ୍‌ ଅନ୍ତର୍ଭୁକ୍ତ ହେଲା ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା

ଭୁବନେଶ୍ୱର: ରେଡ୍‌ ଫ୍ଲାର୍ଗ ଅନ୍ତର୍ଭୁକ୍ତ ହୋଇଛି ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଏନେଇ ସୂଚନା ଦେଇଛନ୍ତି ପୁଲିସ ଡିଜି ୱାଇ.ବି.ଖୁରାନିଆ । ଡିଜିପି କହିଛନ୍ତି ଯେ ଅଭିଯୁକ୍ତକୁ ଜଗତସିଂହପୁରରୁ ଗିରଫ କରାଯାଇଛି । ମାମଲାର ତ୍ୱରିତ ତଦନ୍ତ ସାରିବାକୁ ଲକ୍ଷ୍ୟ ରଖିଛୁ । ଜିଲ୍ଲା ପୁଲିସ ଭଲ ତଦନ୍ତ କରିବ, ଭଲ ରେଜଲ୍ଟ ବାହାରିବ ବୋଲି ଆଶା କରାଯାଉଛି । ମଙ୍ଗଳବାର ସଂଧ୍ୟାରେ ଚାନ୍ଦବାଲି ଥାନା ବାଲିଗାଁ ପଞ୍ଚାୟତ ଅଫିସ ପଛ ପାଖରୁ […]

Read More Text.

ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ୍‌ ଦାଖଲ କଲା ଇଡି

ଭୁବନେଶ୍ବର: ବିଜେଡି ନେତା ରାଜା ଚକ୍ର ସମେତ ୧୧ ଜଣଙ୍କ ନାମରେ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଚାର୍ଜସିଟ୍‌ ଦାଖଲ କରିଛି । ‌ମାମଲାରେ ତଦନ୍ତ କରି ଇଡି ଅଭିଯୁକ୍ତର ୨୨.୨୬ କୋଟି ଟଙ୍କା ତଦନ୍ତକାରୀ ସଂସ୍ଥା ଜବତ କରିଛି । ଗନ୍ଧମାର୍ଦନ ଲୋଡିଂ ଏଜେନ୍ସି ନାଁରେ ଖଣିଜ ପରିବହନ କରିବା କାର୍ଯ୍ୟରେ ଶହ ଶହ କୋଟି ଠକେଇ ହୋଇଥିବା ଚାର୍ଜସିଟ୍‌ରେ ଇଡି ଦର୍ଶାଇଛି । ତେବେ ଗନ୍ଧମାର୍ଦନ କେନ୍ଦୁଝର ଶୁଆକାଟିରେ ଥିବା ଲୋଡିଂ ଏଜେନ୍ସି କୋଅପରେଟିଭ ସୋସାଇଟି […]

Read More Text.
Image 2025 12 25t084421.877

ଜାନୁୟାରୀ ୧୦ ସୁଦ୍ଧା ସବୁ ଜିଲ୍ଲାରେ ଧାନ କିଣା, ସ୍ୱଚ୍ଛତା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଧାନ କ୍ରୟ ପ୍ରକ୍ରିୟା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ କ୍ୟାବିନେଟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଉପସ୍ଥିତ ଥିଲେ । ବୈଠକର ଆଲୋଚନାରୁ ଜଣାପଡିଛି ଯେ, ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨ଟି ଜିଲ୍ଲାରେ ଧାନ କ୍ରୟ ପ୍ରକ୍ରିୟା ଚାଲୁ ରହିଛି ଏବଂ ୧୭ଟି ଜିଲ୍ଲାରେ ଟୋକନ ପ୍ରଦାନ […]

Read More Text.
Images 2 1

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା; ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ

ଭଦ୍ରକ: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ଡାକରା । ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଚାନ୍ଦବାଲି ବନ୍ଦ ଡାକରା ଦିଆଯାଇଛି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନାଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି । ରାଜ୍ୟରେ ଆଇନଶୃଙ୍ଖଳା ବିଗିଡ଼ି ଯାଇଥିବା ଅଭିଯୋଗ କରି ବିଜେଡି ଓ କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି । ବନ୍ଦ ପାଳନ ପାଇଁ ଯାତାୟତ […]

Read More Text.
Screenshot 2025 11 26 150502

ବାଂଲାଦେଶୀ ସନ୍ଦେହରେ ଶ୍ରମିକଙ୍କୁ ହତ୍ୟା

ସମ୍ବଲପୁର: ସମ୍ବଲପୁରର ଅଇଁଠାପାଲି ଥାନା ଅଧୀନ ଦାନୀପାଲି ଅଞ୍ଚଳରେ ଜମେ ଶ୍ରମିକଙ୍କୁ ହତ୍ୟା କରାଯାଇଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ରାଜ୍ୟ ନିବାସୀ ଶେଖ ଜୁଏଲ (୨୧) । ଅପରପକ୍ଷରେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ସେମାନେ ହେଲେ ଅକୁର ରହମାନ ଓ ସୋନୱାର ହୁସେନ । ଦାନିପାଲି ଅଞ୍ଚଳରେ ଏକ ନିର୍ମାଣାଧିନ କୋଠାଘରରେ ଏହି ବଙ୍ଗାଳୀ ଶ୍ରମିକ ମାନେ କାମ କରୁଥିବାବେଳେ, ଏହି ଅଘଟଣ ଘଟିଛି । ଖବର ମୁତାବକ, […]

Read More Text.