IMG 20260414 WA0182

ଏପ୍ରିଲ ୧୬ରୁ ବାରିପଦାରେ ବଳାଙ୍ଗୀ ମହୋତ୍ସବ

ବାରିପଦା : ମୟୁରଭଞ୍ଜ ଜିଲ୍ଲାରେ ଓଡ଼ିଆ ଭାଷା ସାହିତ୍ୟ, କଳା ସଂସ୍କୃତି ଏବଂ ପର୍ଯ୍ୟଟନର ସୁରକ୍ଷା ଏବଂ ସମୃଦ୍ଧି ନିମନ୍ତେ ବିଗତ 2003 ମସିହା ଠାରୁ ବାରିପଦାର ବାବା ବୁଢା ରାଉଳ ମଠ ନିକଟ ବୁଢାବଳଙ୍ଗ, ଚିପଟ ଏବଂ ଇଟାଯୋଡ଼ି ନଦୀର ତ୍ରିବେଣୀ ସଙ୍ଗମ ପୀଠରେ ମୟୁରଭଞ୍ଜ ଜିଲ୍ଲାର ମହାନ ଗଣପର୍ବ ମୟୁରଭଞ୍ଜ ବାଲି ମେଳା ବଳାଙ୍ଗୀ ମହୋତ୍ସବ ପାଳିତ ହୋଇ ଆସୁଥିବା ବେଳେ, ଚଳିତ ଥର 24ତମ ରାଜ୍ୟ ସ୍ତରୀୟ ବଳାଙ୍ଗୀ ମହୋତ୍ସବ-2026 ଆସନ୍ତା ଏପ୍ରିଲ […]

Read More Text.

ଜଳସେବାର ମହାସମାରୋହ ଆମେ-୮୦ ଜଳ ସେବା ଆରମ୍ଭ

ବାରିପଦା : ଜଳସେବା ର ମହା ସମାରୋହ ଆମେ-୮୦ ଜଳ ସେବା ଆରମ୍ଭ। ଆଜି ବାରିପଦା ମ୍ୟୁନିସିପାଲିଟୀ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବ ପ୍ରସାଦ ରାଉତ,ଆମେ ୮୦ ସଦସ୍ୟ ତଥା ଜିଲ୍ଲା ଓକିଲ ସଂଘ ସଭାପତି ଜ୍ୟୋତି ପ୍ରକାଶ ରଥ,ଆମେ ୮୦ ର ସଭ୍ୟ ସମାଜସେବୀ ଗିରିଶ ଚନ୍ଦ୍ର ଦାସ ଏହି କାର୍ଯ୍ୟ କ୍ରମ କୁ ଉଦଘାଟନ କରିଥିଲେ। ମହାବିଷୁବ ସଂକ୍ରାନ୍ତି ଏପ୍ରିଲ ୧୪ ରୁ ଆରମ୍ଭ ହୋଇ ଜୁନ ୧୪ ରଜ ସଂକ୍ରାନ୍ତି ପର୍ଯ୍ୟନ୍ତ […]

Read More Text.

ଚୈତ୍ର ପର୍ବ-୨୦୨୬ ଉଦଯାପିତ

ଛଉ ନୃତ୍ୟ ବିଶ୍ୱ ଦରବାରରେ ମୟୂରଭଞ୍ଜକୁ ସ୍ୱତନ୍ତ୍ର ପରିଚୟ ଦେଇଛି – ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ବାରିପଦା : ମୟୂରଭଞ୍ଜ ଜିଲ୍ଲାର ଐତିହ୍ୟ ଚୈତ୍ର ପର୍ବ ୨୦୨୬ ଉଦଯାପିତ ହୋଇଛି। ତିନି ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ପ୍ରଥମ ସଂଧ୍ୟାରେ ଗ୍ରାମୀଣ ଛଉ ନୃତ୍ୟ ପ୍ରତିଯୋଗିତା ହୋଇଥିଲା । ଦ୍ୱିତୀୟ ସଂନ୍ଧ୍ୟାରେ ସହରାଞ୍ଚଳ ଛଉ ନୃତ୍ୟ ପ୍ରତିଯୋଗିତାରେ ବାରିପଦା ଅଞ୍ଚଳର ଐତିହାସିକ ଦୁଇ ଦଳ ଉତ୍ତର ସାହି ଓ ଦକ୍ଷିଣ ସାହି ମଧ୍ୟରେ ପ୍ରତିଯୋଗିତା […]

Read More Text.
IMG 20260414 WA0188

ସମ୍ବିଧାନ ପ୍ରଣେତା ଡଃ ବି.ଆର୍. ଆମ୍ବେଦକରଙ୍କ ଜୟନ୍ତୀ ପାଳିତ

ବାରିପଦା : ଭାରତୀୟ ସମ୍ବିଧାନର ଜନକ, ଭାରତରତ୍ନ ବାବା ସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜିଲ୍ଲାସ୍ତରୀୟ ଜୟନ୍ତୀ ଆଜି ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗର ମିଳିତ ଆନୁକୁଲ୍ୟରେ ବାରିପଦା ପୌରପାଳିକା ସହଯୋଗରେ ସମ୍ପନ୍ନ ହୋଇଛି । ଆଜି ସକାଳ ୮ ଘଟିକା ସମୟରେ ପୂର୍ଣ୍ଣଚନ୍ଦ୍ରପୁର ୱାର୍ଡ ସ୍ଥିତ  ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟ ଅତିଥି ଗୃହ ନିର୍ମାଣ, ନଗର ଉନ୍ନୟନ ଓ ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ […]

Read More Text.
Bihar cm

ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସମ୍ରାଟ ଚୌଧୁରୀ

ବିହାର : ବିହାରରେ ନୀତିଶ କୁମାରଙ୍କ ଇସ୍ତଫା ପରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ମନୋନୀତ ହେଲେ ସମ୍ରାଟ ଚୌଧୁରୀ ।  ବିହାରରେ ପ୍ରଥମ ବିଜେପି ନୂଆ ମୁଖ୍ୟମନ୍ତ୍ରୀ ହେଲେ ସମ୍ରାଟ ଚୌଧୁରୀ । ବିଜେପି ବିଧାୟକ ଦଳ ନେତା ନିର୍ବାଚିତ ହେଲେ ସମ୍ରାଟ । ସୂଚନାନୁଯାୟୀ, ଆସନ୍ତାକାଲି ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସମ୍ରାଟ । ଦିନ ୧୧ଟା ସମୟରେ ହେବ ଶପଥ ଗ୍ରହଣ ସମାରୋହ । କିଛି ସମୟ ପରେ ସରକାର ଗଠନ ପାଇଁ ଦାବି […]

Read More Text.

ବେଦାନ୍ତ ପାୱାର ପ୍ଲାଣ୍ଟରେ ବିସ୍ଫୋରଣ : ୧୦ ଶ୍ରମିକ ମୃତ

ଛତିଶଗଡ଼ : ବେଦାନ୍ତ ପାୱାର ପ୍ଲାଣ୍ଟରେ ଆଜି ବିସ୍ଫୋରଣ ଘଟି ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି । ଛତିଶଗଡ଼ର ସକ୍ତି ଜିଲ୍ଲାରେ ଥିବା ବେଦାନ୍ତ ଲିମିଟେଡର ଏକ ପାୱାର ପ୍ଲାଣ୍ଟରେ ଆଜି ମଙ୍ଗଳବାର ଦ୍ୱିପ୍ରହର ପ୍ରାୟ ୨ଟା ସମୟରେ ଏକ ବଡ଼ ଧରଣର ବଏଲର ବିସ୍ଫୋରଣ ଘଟିଛି ।  ଏହି ଦୁର୍ଘଟଣାରେ ଅତିକମରେ ୧୦ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ରୁ ୪୦ ଜଣ ଗୁରୁତର ଆହତ ହୋଇଛନ୍ତି । ପ୍ଲାଣ୍ଟ ଭିତରେ […]

Read More Text.
Untitled 3jpg 2026 04 14 11 50 02 e1776175955877 300x108

କକାବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ଝାଡ଼ାବାନ୍ତି: ୫ମ ଶ୍ରେଣୀ ଛାତ୍ରୀ ମୃତ

ବାରିପଦା : ପଖାଳ ଖାଇବା ପରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା। ହେଲା ପଞ୍ଚମୀ ଶ୍ରେଣୀ ନାବାଳିକାଙ୍କ ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ମୟୁରଭଞ୍ଜ ବାରିପଦାରୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ, ଝାଡ଼ାବାନ୍ତିରେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ଜଣେ ଛାତ୍ରୀଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୟୁରଭଞ୍ଜ ରାସଗୋବିନ୍ଦପୁର ବ୍ଲକର କକାବନ୍ଧ ଆଶ୍ରମ ସ୍କୁଲର ହଷ୍ଟେଲରେ ପଖାଳ ଭାତ ଖାଇ ପାଖାପାଖି ୧୫୦ ରୁ ଊର୍ଦ୍ଧ୍ବ୍ୱ ଛାତ୍ରଛାତ୍ରୀ ରାସଗୋବିନ୍ଦପୁର ମେଡିକାଲରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ଛାତ୍ରଛାତ୍ରୀ ସୁସ୍ଥ […]

Read More Text.
Screenshot 2026 04 13 235315

ବିଲ୍ ବକେୟା ଥିଲେ ଗ୍ରୀଷ୍ମ ଋତୁରେ ବିଚ୍ଛିନ୍ନ କରାଯିବନି ବିଦ୍ୟୁତ୍ ସଂଯୋଗ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ, କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (DISCOM) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ […]

Read More Text.

ଚୈତ୍ର ପର୍ବ ଉପଲକ୍ଷେ ଜିଲ୍ଲାସ୍ତରୀୟ ଗ୍ରାମୀଣ ଛଉ ନୃତ୍ୟ ପ୍ରତିଯୋଗିତା: ଵାଦଡା ଛଉ ନୃତ୍ୟ ପ୍ରତିଷ୍ଠାନ ପ୍ରଥମ

ବାରିପଦା : ବାରିପଦା ଛଉ ପଡ଼ିଆରେ ଚୈତ୍ର ପର୍ବ ଉପଲକ୍ଷେ ୧୧ ତାରିଖରେ ଜିଲ୍ଲାସ୍ତରୀୟ ଗ୍ରାମୀଣ ଛଉ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଏହି କାର୍ଯ୍ୟକ୍ରମରେ ରାଇରଙ୍ଗପୁର ବ୍ଳକର ବାବା ଛଉ ନୃତ୍ୟ ପ୍ରତିଷ୍ଠାନର କଳାକାର‌ମାନେ ଛଉ ନୃତ୍ୟ ପରିବେଷଣ କରି ହଜାର‌ହଜାର ଦର୍ଶକଙ୍କ ମନ କିଣିବା ସହ ପ୍ରତିଯୋଗିତାରେ ପ୍ରଥମ ହୋଇ ୧୦ ହଜାର ଟଙ୍କା ପୁରସ୍କାର ଲାଭ କରିଛନ୍ତି ।ସେହିଭଳି ଦ୍ଵିତୀୟ ସ୍ଥାନ ଦଖଲ କରିଛନ୍ତି ବାରିପଦାର  ଦାନ୍ତିଆମୁହାଁର  ବଡଯାମଵଣି ଛଉ ନୃତ୍ୟ ପ୍ରତିଷ୍ଠାନ ଏବଂ […]

Read More Text.

ସାଇବର ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ

ବାରିପଦା : ମୟୁରଭଞ୍ଜ ଜିଲ୍ଲା  ଶୁଳିଆପଦା ବ୍ଲକ ଅନ୍ତର୍ଗତ ଦେଉଳି ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଇବର ସୁରକ୍ଷା ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ରଶ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଚାନ୍ଦୁଆ ଥାନା ଅଧିକାରୀ ଲକ୍ଷ୍ମଣ କୁମାର ନାୟକ ଓ ଜମ୍ଭୀରା ଫାଣ୍ଡି ଅଧିକାରୀ ସତ୍ୟରଞ୍ଜନ ଭୂୟାଁ ଯୋଗଦେଇ ସାଇବର ଠକ ମାନଙ୍କ ଠାରୁ କିପରି ନିଜକୁ ସୁରକ୍ଷିତ ରଖିବେ, ଅଜଣା ଲିଙ୍କରେ କ୍ଲିକ […]

Read More Text.