ଦୁଇ ଦିନିଆ ସାଂସଦ ଖେଲ ମହୋତ୍ସବ ଉଦଯାପିତ
ବାରିପଦା : ସ୍ଥାନୀୟ ବାରିପଦା ସ୍ଥିତ ଷ୍ଟାଡିୟମ ପଡିଆ ଠାରେ ଜିଲ୍ଲା ପ୍ରଶାସନର ତତ୍ୱାବଧାନରେ ଆୟୋଜିତ ” ସାଂସଦ ଖେଳ ମହୋତ୍ସବ ” ଜିଲ୍ଲା ସ୍ତରୀୟ ଖେଳ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଅନୁଷ୍ଠିତ ଉକ୍ତ ଉଦଯାପନୀ ମହୋତ୍ସବ ରେ ରାଜ୍ୟସଭା ସାଂସଦ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ଖେଳାଳୀ ମାନଙ୍କୁ ପୁରସ୍କାର ବିତରଣ କରିବା ସହ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ I ସମ୍ମାନିତ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ଜିଲ୍ଲାପାଳ […]
Read More Text.