ଦେହରେ ନିଆଁ ଲଗାଇ ଜୀବନ ହାରିଲେ ପିଜି ଛାତ୍ରୀ
ଗଜପତି : ନିଜକୁ ଜାଳିଦେଲେ ପିଜି ଛାତ୍ରୀ । ଦେହରେ ନିଆଁ ଲଗାଇ ଜୀବନ ହାରିଥିବା ଅଭିଯୋଗ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଖଞ୍ଜାସାହି ନୂଆବସ୍ତିରେ ଚାଞ୍ଚଲ୍ୟ । ଛାତ୍ରୀ ଜଣକ ମାନସିକ ଚାପରୁ ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଥିବା ଅଭିଯୋଗ ହୋଇଛି । ମୃତ ଛାତ୍ରୀ ହେଲେ ଶୁଭ୍ରା ସାମଲ। ଘର ଉପରମହଲାରୁ ଅର୍ଦ୍ଧ ଦଗ୍ଧ ମୃତଦେହ ମିଳିଛି । ସେ SKCG ମହାବିଦ୍ୟାଳୟରେ ସ୍ନାତକୋତ୍ତର ପଢ଼ୁଥିଲେ । ଆସନ୍ତାକାଲି ପରୀକ୍ଷା ଫଳାଫଳ […]
Read More Text.