Img 20251220 wa0253

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ସମାଜସେବା ବିଭାଗର ଜାତୀୟ କର୍ମଶାଳା

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ସମାଜସେବା ବିଭାଗ ଦ୍ଵାରା ଆୟୋଜିତ ଏକ ଦ୍ୱିଦିବସୀୟ କର୍ମଶାଳା ସମାପନ ହୋଇଯାଇଛି । ଭାରତ ସରକାରଙ୍କ ପି.ଏମ୍‌ ଉଷା କାର୍ଯ୍ୟକ୍ରମ ପ୍ରାୟୋଜିତ “ନିଶାମୁକ୍ତ ପରିବାର ଓ ସମାଜ ଗଠନରେ ଯୁବସମାଜର ଭୂମିକା” ଶୀର୍ଷକ ଏହି କର୍ମଶାଳାରେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗଦାନ କରି ନିଶାମୁକ୍ତ ସମଜ ସମ୍ବନ୍ଧରେ ବକ୍ତବ୍ୟମାନ ଉପସ୍ଥାପନ କରିଥିଲେ । ପ୍ରଥମ ଦିବସର ଉଦଘାଟନୀ ପର୍ବରେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ […]

Read More Text.
Photo1

ବନବିଭାଗ ପକ୍ଷରୁ ହାତୀ ସଚେତନତା କାର୍ଯ୍ୟକ୍ରମ

ଆଗରପଡ଼ା: ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ସୌଭାଗ୍ୟ ସାହୁ ଙ୍କ ନିର୍ଦ୍ଦେଶରେ ଭଦ୍ରକ ବନାଚଂଳ ଅଧିକାରୀ କାର୍ତ୍ତିକେଶ୍ୱର ଖଣ୍ଡେଇ ଙ୍କ ତତ୍ତ୍ୱାବଧାନରେ ଆଗରପଡାର ପାଟକନା ଓ ରାଉତୁରାପୁର ଗ୍ରାମରେ ହାତୀ ଠାରୁ ସୁରକ୍ଷା ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ହାତୀ ପଛରେ ଗୋଡ଼ାନ୍ତୁ ନାହିଁ କି ତାକୁ ବିରକ୍ତି କରନ୍ତୁ ନାହିଁ । ଧାନ ଅମଳକୁ ଶିଘ୍ର ଘରକୁ ନେଇ ଆସନ୍ତୁ । ଭୟଭୀତ ନହୋଇ ହାତୀର ଗତିବିଧି କୁ ବନ […]

Read More Text.
Swami bibekananda sisumandir

ସ୍ୱାମୀ ବିବେକାନନ୍ଦ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ

ଆଗରପଡ଼ା: ବନ୍ତବ୍ଲକ ରମାଚନ୍ଦ୍ରପୁର ପଂଚାୟତ ଅଧିନ ନିମାପଡ଼ା କପାଳିକ୍ଷେତ୍ରଠାରେ ଅବସ୍ଥିତ ଥିବା ସ୍ୱାମୀ ବିବେକାନନ୍ଦ ଶିଶୁମନ୍ଦିରର ପଂଚଦଶ ତମ ବାର୍ଷିକ କ୍ରୀଡ଼ାତ୍ସବ ଦୁଇ ଦିବସ ଧରି ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ଅତିଥିଭାବେ ପ୍ରାକ୍ତନ ପ୍ରଧାନ ଶିକ୍ଷକ ନାରାୟଣ ଚନ୍ଦ୍ର ସାମଲ କ୍ରୀଡ଼ା ପତାକାକୁ ଉତ୍ତୋଳନ କରି ଏହାର ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟର ସଭାପତି ତଥା ପ୍ରାକ୍ତନ ଶିକ୍ଷକ ସୂଯ୍ୟମଣୀ ରାଉଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଅତିଥିଭାବେ ସଂପାଦକ ତଥା ଶିକ୍ଷାବିତ୍ ପ୍ରକାଶ ଚନ୍ଦ୍ର […]

Read More Text.
Oip 7

ଅଗ୍ନିବୀରଙ୍କୁ ଆଶ୍ବସ୍ତି, ସୀମା ସୁରକ୍ଷା ବଳ ନିଯୁକ୍ତିରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା

ନୂଆଦିଲ୍ଲୀ : ଅଗ୍ନିବୀର ଯବାନଙ୍କୁ ବଡ଼ ଆଶ୍ବସ୍ତି । ସୀମା ସୁରକ୍ଷା ବଳ (BSF) କନଷ୍ଟେବଳ ନିଯୁକ୍ତିରେ ପୂର୍ବତନ ଅଗ୍ନିବୀରଙ୍କ ପାଇଁ କୋଟାକୁ ୧୦ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରିଛି । ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ବିଜ୍ଞପ୍ତି ଅନୁଯାୟୀ, ସୀମା ସୁରକ୍ଷା ବାହିନୀ, ଜେନେରାଲ ଡ୍ୟୁଟି କ୍ୟାଡର (Non-Gazetted) ନିଯୁକ୍ତି ନିୟମ, ୨୦୧୫ରେ ସଂଶୋଧନ ମାଧ୍ୟମରେ ଏହି ବୃଦ୍ଧି କରାଯାଇଛି। ପ୍ରଥମ ବ୍ୟାଚର ପୂର୍ବତନ ଅଗ୍ନିବୀରମାନେ ବୟସ ସୀମାରେ ୫ବର୍ଷ […]

Read More Text.
Droupadi murmu

VB G RAM G ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଇତିହାସ ପାଲଟିଲା ମନରେଗା ।  VB G RAM G ବିଲକୁ ମିଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ ।  ରାଷ୍ଟ୍ରପତିଙ୍କ ଅନୁମୋଦନ ସହ ଆଇନରେ ପରିଣତ ହୋଇଛି VB G RAM G ।  ନୂଆ ଆଇନରେ ଗ୍ରାମୀଣ ପରିବାରକୁ ପ୍ରତିବର୍ଷ ୧୨୫ଦିନ ଶ୍ରମ ଦିବସ ଗ୍ୟାରେଣ୍ଟି ମିଳିବ । ତେବେ ଏଥିରେ କେନ୍ଦ୍ର ଓ ରାଜ୍ୟର ସହଭାଗିତା ୬୦:୪୦ ଅନୁପାତ ରହିବ । ଯଦି ଧାର୍ଯ୍ୟ ବଜେଟ୍ ରୁ ଅଧିକ ଟଙ୍କା ଖର୍ଚ୍ଚ ହୁଏ, […]

Read More Text.

ଗଗନାୟନ ମିଶନ ପାଇଁ ସଫଳ ହେଲା ଇସ୍ରୋର ଡ୍ରୋଗ ପାରାସୁଟ୍ ପରୀକ୍ଷଣ

ନୂଆଦିଲ୍ଲୀ: ମାନବ ମିଶନ ଆଡ଼କୁ ଆଉ ପାଦେ ଅଗ୍ରସର ଭାରତ ।  ସଫଳତାର ସହ ଡ୍ରୋଗ ପାରସୁଟ୍ ଡିପ୍ଳଏମେଣ୍ଟ କ୍ବାଲିଫିକେସନ ଟେଷ୍ଟ କଲା ଇସ୍ରୋ ।  ଗଗନାୟନ କ୍ରିୟୁ ମଡ୍ୟୁଲ ପାଇଁ ଏହି ପରୀକ୍ଷା ।  ସଫଳତାର ସହ ଚଣ୍ଡିଗଡ଼ RTRS କେନ୍ଦ୍ରରେ ପରୀକ୍ଷା କରିଛି ଇସ୍ରୋ । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଜିତେନ୍ଦ୍ର ସିଂ ।  ୪ ପ୍ରକାରର ୧୦ଟି ପାରସୁଟ ଏହି ଟେଷ୍ଟରେ ସାମିଲ ହୋଇଥିଲା […]

Read More Text.
Agra

ଭୁଶୁଡିଲା ନିର୍ମାଣାଧୀନ ବେସମେଣ୍ଟ, ଚାପି ହୋଇଛନ୍ତି ଅନେକ ଶ୍ରମିକ !

ଆଗ୍ରା : ତାଜ ନଗରୀ ଆଗ୍ରାର ନମକ ମଣ୍ଡି ଅଞ୍ଚଳରେ ବଡ଼ ଅଘଟଣ । ବେସମେଣ୍ଟ ନିର୍ମାଣ ସମୟରେ କାନ୍ଥ ଧସିଯିବାରୁ ଅନେକ ଲୋକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ସମସ୍ତଙ୍କୁ ଉଦ୍ଧାର କରାଯାଇ ହସପିଟାଲରେ ଭର୍ତ୍ତି କରାଯାଇଛି । ତେବେ ଘଟଣାରେ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଘଟଣା ସ୍ଥଳରେ ଏସଡିଏମ ସମେତ ପୋଲିସ ମଧ୍ୟ ପହଞ୍ଚିଛି ।

Read More Text.
Train story

ମହଙ୍ଗା ହେଲା ଟ୍ରେନ୍ ଭଡ଼ା

ନୂଆଦିଲ୍ଲୀ:  ରେଳ ଯାତ୍ରୀଙ୍କ ପକେଟକୁ ଝଟକା । ଦୂର ଯାତ୍ରା ପାଇଁ ମହଙ୍ଗା ହେଲା ରେଳ ଭଡ଼ା ।  ୫୦୦ କିଲୋମିଟିର ପାଇଁ ୧୦ ଟଙ୍କା ବଢ଼ିଲା ଏସି ଟିକେଟ । ଏସି କୋଚ୍ ପାଇଁ କିଲୋମିଟର ପିଛା ୨ ପଇସା ବୃଦ୍ଧି ହୋଇଛି ।  ସାଧାରଣ କ୍ଲାସରେ ୨୧୫ କିମିରୁ ଅଧିକ କିଲୋମିଟର ପିଛା ୧ ପଇସା ବୃଦ୍ଧି । ସେହିପରି ମେଲ୍/ଏକ୍ସପ୍ରେସ୍ (ନନ୍-ଏସି)ରେ କିଲୋମିଟର ପିଛା ୨ ପଇସା ବୃଦ୍ଧି ହୋଇଛି ।  ଭଡ଼ା […]

Read More Text.
Noida

ନୋଏଡ଼ାରେ ଘନ କୁହୁଡ଼ି ଓ ବାୟୁ ପ୍ରଦୂଷଣ, ମାସ୍କ ପିନ୍ଧିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ

ନୂଆଦିଲ୍ଲୀ : ଦିଲ୍ଲୀର ଗ୍ରେଟର ନୋଏଡ଼ାରେ ଧୀରେ ଧୀରେ ଶୀତ ପ୍ରଭାବ ବୃଦ୍ଧି ପାଉଛି  । ଥଣ୍ଡା ବଢିବା ସହ କୁହୁଡ଼ି ମଧ୍ୟ ବଢିବାରେ ଲାଗିଛି । ବାୟୁ ଗୁଣବତ୍ତାରେ ପରିବର୍ତ୍ତନ ହେବାରୁ ଲୋକଙ୍କ ସମସ୍ୟାର କାରଣ ପାଲଟିଛି । ସକାଳେ ଏବଂ ସନ୍ଧ୍ୟାରେ କୁହୁଡ଼ିର ମାତ୍ରା ଏତେ ପରିମାଣରେ ବଢିଯାଉଛି ଯାହାଫଳରେ ରାସ୍ତା ଦୃଶ୍ୟମାନ ହେବା କଷ୍ଟକର ହୋଇପଡୁଛି । ଘନ କୁହୁଡ଼ି ଯୋଗୁଁ  ଗୌତମ ବୁଦ୍ଧ ନଗର ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । […]

Read More Text.
South africa

ଦକ୍ଷିଣ ଆଫ୍ରିକାରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୦ ଆହତ

ଦକ୍ଷିଣ ଆଫ୍ରିକା : ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍ ନିକଟରେ ଗୁଳିଚାଳନା ହୋଇଥିଲା । ଯାହାର ଆକ୍ରମଣ ନାଗରିକଙ୍କ ଉପରେ ହୋଇଥିଲା । ଏହି ଗୁଳି ଆକ୍ରମଣରେ ୧୦ଜଣଙ୍କର ଜୀବନ ଯାଇଥିଲା । କିନ୍ତୁ ମୃତାହତଙ୍କ ବିଷୟରେ କୌଣସି ସୂଚନା ମିଳିନାହିଁ । […]

Read More Text.