କାଠ ଗୋଲା ଭିତରେ ବେଆଇନ ଗ୍ୟାସ୍ ଗୋଦାମ, ଚଢ଼ାଉ ବେଳେ ମିଳିଲା ବିପୁଳ ପରିମାଣର ସିଲିଣ୍ଡର
ଭୁବନେଶ୍ବର: କାଠ ଗୋଲା ଭିତରେ ଗ୍ୟାସ୍ ଗୋଦାମ । ବେଆଇନ ଗ୍ୟାସ ମହଜୁଦ ରଖିବା ଅଭିଯୋଗରେ ବଡ଼ ଧରଣର ଚଢାଉ। ଗ୍ୟାସ ଗୋଦାମରେ ଚଢାଉ କରୁଛି ଯୋଗାଣ ବିଭାଗ । ଭୁବନେଶ୍ବର ସାମନ୍ତରାପୁର ଛକ ନିକଟରେ ଚଢ଼ାଉ ହୋଇଛି। ଚଢ଼ାଉ ବେଳେ ମିଳିଲା ବିପୁଳ ପରିମାଣର ଗ୍ୟାସ ଟ୍ୟାଙ୍କି ଜବତ ହୋଇଛି । ଗତମାସ ସୂଚନାଥିଲା କି, ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ । ପର୍ଯ୍ୟାପ୍ତ ପରିମାଣର ମହଜୁଦ ଥିଲା । ତେଣୁ ଲୋକଙ୍କୁ ଭୟଭୀତ ହେବାର ଆବଶ୍ୟକତା […]
Read More Text.