ବରିଷ୍ଠ IPS ଅଧିକାରୀ ତଥା କ୍ରାଇମବ୍ରାଞ୍ଚ IG ଶେଫିନ୍ ଅହମ୍ମଦଙ୍କ ପରଲୋକ
ଭୁବନେଶ୍ୱେର : ଓଡ଼ିଶା କ୍ୟାଡରର ବରିଷ୍ଠ IPS ଅଧିକାରୀ ତଥା କ୍ରାଇମବ୍ରାଞ୍ଚ IG ଶେଫିନ୍ ଅହମ୍ମଦଙ୍କ ପରଲୋକ । କେରଳର ତିରୁବନନ୍ତପୁରମସ୍ଥିତ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଶେଫିନ୍ ଅହମ୍ମଦ ୨୦୦୩ ବ୍ୟାଚ୍ ର ଓଡ଼ିଶା କ୍ୟାଡର IPS ଅଧିକାରୀ ଥିଲେ। ସେ ଓଡ଼ିଶା ପୋଲିସର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରିଥିଲେ। ଶେଷ ସମୟରେ ସେ CID-Crime Branchର IG ଭାବେ ଦାୟିତ୍ୱ ତୁଲାଉଥିଲେ। କିଛି ସମୟ ଧରି କ୍ୟାନ୍ସରରେ […]
Read More Text.