ଉପଖଣ୍ଡ ସ୍ତରୀୟ ଦୁଇ ଦିନିଆ ଛଉ ନୃତ୍ୟ ପ୍ରତିଯୋଗିତା ଉଦଯାପିତ
ବାରିପଦା (୪/୪) : ଉପଖଣ୍ଡ ପ୍ରଶାସନ ତତ୍ୱାବଧାନ ଏବଂ ବାମନଘାଟୀ ଛଉ ନୃତ୍ୟ ପ୍ରତିଷ୍ଠାନର ସହଯୋଗରେ ଏପ୍ରିଲ ୨ ଏବଂ ୩ ତାରିଖ ଦୁଇ ଦିନ ଧରି ଆୟୋଜିତ ହୋଇଥିଲା ଉପଖଣ୍ଡ ସ୍ତରୀୟ ଛଉନୃତ୍ୟ ପ୍ରତିଯୋଗିତା। ଭାରପ୍ରାପ୍ତ ଉପଜିଲ୍ଲାପାଳ ତଥା ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରାଙ୍କ ତତ୍ୱାବଧାନରେ ଆୟୋଜିତ ଏହି ୨ଦିନିଆ ପ୍ରତିଯୋଗୀତାର ପ୍ରଥମ ଦିନରେ ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ବିଭିନ୍ନ ବ୍ଲକର ୬ଗୋଟି ଛଉ ନୃତ୍ୟ ଦଳ ଅଂଶ ଗ୍ରହଣ କରିଥିବା ବେଳେ ଦ୍ଵିତୀୟ ଦିବସରେ […]
Read More Text.