ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ, ସ୍ବାମୀ ଗୁରୁତର
ବଲାଙ୍ଗିର: ଜଳିଗଲେ ମହିଳା ସ୍ବାସ୍ଥ୍ୟକର୍ମୀ । ଉଦ୍ଧାର କରିବାକୁ ଯାଇ ସ୍ବାମୀ ଗୁରୁତର ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ରାମଚନ୍ଦ୍ରପୁର ଉପ ସ୍ୱାସ୍ଥ୍ୟକେନ୍ଦ୍ରର ଜଣେ ମହିଳା ସ୍ୱାସ୍ଥ୍ୟକର୍ମୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ଗତକାଲି ରାତିରେ ଶୋଇଥିବା ବେଳେ ହଠାତ୍ ମହିଳାଙ୍କ ଦେହରେ ନିଆଁ ଲାଗିଯାଇଥିଲା । କିପରି ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି। ତାଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି । ମୃତକ ହେଲେ ଦମୟନ୍ତୀ ବାରିକ । ତାଙ୍କ ସ୍ବାମୀଙ୍କୁ […]
Read More Text.