ଭିଜିଲାନ୍ସ ପଞ୍ଝାରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର : ଘରୁ ବାହାରିଲା କୁଢ କୁଢ ନୋଟ୍
ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର । ଟ୍ରଙ୍କରୁ ବାହାରିଲା କୁଢ କୁଢ ନୋଟ୍ । ନୋଟ୍ ଗଣିବାକୁ ଲାଗିଲା ମେସିନ୍ । ରେଳ ଷ୍ଟେସନରୁ ୫ ଲକ୍ଷ ଓ ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା । ୩ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ସମ୍ବଲପୁର ଡିଭିଜନର ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ (OPHWC) ର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ […]
Read More Text.