ଆରକ୍ଷଣକୁ ନେଇ NDA ମେଣ୍ଟରେ ମତଭେଦ, ମୁହାଁମୁହିଁ ଦୁଇ ମନ୍ତ୍ରୀ, ପରସ୍ପରଙ୍କ ଇସ୍ତଫା ଦାବି…
ନୂଆଦିଲ୍ଲୀ: ଆରକ୍ଷଣ ନୀତିକୁ ନେଇ ଏନ୍ଡିଏ (NDA) ମେଣ୍ଟରେ ମତଭେଦ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମବିଳାସ) ମୁଖ୍ୟ ଚିରାଗ ପାସୱାନ୍ ତାଙ୍କ କ୍ୟାବିନେଟ୍ ସହଯୋଗୀ ତଥା ହିନ୍ଦୁସ୍ତାନ ଆୱାମ୍ ମୋର୍ଚ୍ଚା (ସେକ୍ୟୁଲାର) ନେତା ଜିତନ ରାମ ମାଞ୍ଝୀଙ୍କ ଇସ୍ତଫା ଦାବି କରିଛନ୍ତି। ଏହାର ଜବାବରେ ମାଞ୍ଝୀ ମଧ୍ୟ ଚିରାଗଙ୍କୁ ଇସ୍ତଫା ଦେବାକୁ କହିଥିବାରୁ ବିବାଦ ଆହୁରି ତୀବ୍ର ହୋଇଛି। ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟରେ ଏଭଳି ଖୋଲାଖୋଲି ମତଭେଦ NDAରେ ବିରଳ। ତେଣୁ ଏହି ଘଟଣାକୁ […]
Read More Text.